ଡାକ୍ତରଖାନାରେ ଚିକିତ୍ସିତ ରୋଗୀ ଓ ତାଙ୍କ ସଂପର୍କୀୟ ମାନଙ୍କୁ ସେବା ଚେରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ
ପାଟଣାଗଡ଼, (ଗୋରେଖନାଥ ବରିହା) : କରୋନା କଟକଣା ପାଇଁ ରାଜ୍ୟସରକାର ଶନିବାର ଏବଂ ରବିବାର ସଟଡାଉନ ଘୋଷଣା କରିଛନ୍ତି ।ଯାହାଦ୍ୱାରା ରୋଗୀଙ୍କ ସହିତ ଆସୁଥିବା ସମ୍ପର୍କୀୟମାନେ ଖାଇବାକୁ ନପାଇ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାର ସମାଧାନ କରିବାକୁ ଯାଇ ଅଞ୍ଚଳର ଅଗ୍ରଣୀ ସ୍ୱେଛାସେବୀ!-->…
Read More...
Read More...