ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍ଯାପିତ
ପାଟଣାଗଡ଼, (ପୁସ୍ତମ ଯୁଆଡି) : ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଗତକାଲି ଉଦ୍ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦ୍ଯାପନୀ ଉତ୍ସବରେ ଗୌରଚରଣ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା!-->…
Read More...
Read More...