ନାବାଳିକାଙ୍କୁ ଅପହରଣ କରି ଦୁଷ୍କର୍ମ ଅଭିଯୋଗ : ଦୁଇ ଅଭିଯୁକ୍ତ ଗିରଫ
ପାଟଣାଗଡ଼, (କେପିଏନ୍ଏସ୍) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁର ଦୁଇ ଜଣ ଯୁବକ ନାବାଳିକାଙ୍କ ମାମୁଁ ଘରୁ ଅପହରଣ କରି ଦୁଷ୍କର୍ମ କରିଥିଲେ । ନାବାଳିକାଙ୍କର ମା' ଏନେଇ ପାଟଣାଗଡ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ!-->…
Read More...
Read More...