ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ୧୪୭ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ
ପାଟଣାଗଡ଼, (କେପିଏନ୍ଏସ୍) : ସ୍ଥାନୀୟ ବ୍ରହ୍ମପୁରା ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆନୁକୂଲ୍ୟରେ ୧୪୭ତମ ସହିଦ ବୀର ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ରାଜ୍ୟସଭା ସାଂସଦଙ୍କ ପାଟଣାଗଡ଼ ବ୍ଲକ ପ୍ରତିନିଧି ଶ୍ରୀମତୀ ସନ୍ତୋଷିନୀ ବିଶିଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...