ତାଲୁକ ଆଇନ ସେବା ପକ୍ଷରୁ ଶିଶୁ ଦିବସ ପାଳିତ
ପାଟଣାଗଡ଼, (କେପିଏନ୍ଏସ୍) : ପାଟଣାଗଡ଼ ତାଲୁକ ଆଇନ ସେବା ସହାୟତା ସମିତିର ଅଧ୍ୟକ୍ଷତାରେ ସ୍ଥାନୀୟ ରମାଇଁ ହାଇସ୍କୁଲ ଠାରେ ଶିଶୁ ଦିବସ ଅବସରରେ ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀ, ସିଭିଲଜଜ୍ ଅରୁଣ କୁମାର ପଟ୍ଟନାୟକ,!-->…
Read More...
Read More...