ଖପ୍ରାଖୋଲରେ ବ୍ଲକସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକର ୧୪ଟି କ୍ଲଷ୍ଟରକୁ ନେଇ ଖପ୍ରାଖୋଲ ସରକାରୀ ହାଇସ୍କୁଲଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ବ୍ଲକ ଶିକ୍ଷାଧିକାରୀ ଦେବରାଜ ପାଣିଗ୍ରାହୀଙ୍କ ଆବାହକତ୍ୱରେ ଆୟୋଜିତ ଏହି!-->…
Read More...
Read More...