ସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବୀ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
ବିଇଓଙ୍କ ପ୍ରତିଶୃତି ପରେ ଧାରଣା ପ୍ରତ୍ୟାହୃତ
ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ମରୁଆଁ ପଂଚାୟତ ପାଢେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବିଭାଗର ଶିକ୍ଷକ ନିଯୁକ୍ତି ଦାବୀରେ ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କ ସହ ଳୁଚକାଳି ଖେଳ ଖେଳି ଆସୁଥିଲେ । ଯାହାକୁ ନେଇ!-->!-->!-->…
Read More...
Read More...