Browsing Tag

patanagarh news

ଖପ୍ରାଖୋଲ ପୋଲିସର ପେଟ୍ରୋଲିଂ ବେଳେ ଧଣ୍ଡାମୁଣ୍ଡା ଗାଁ ନିକଟରୁ ବୋଲେରୋ ଗାଡି ସହ ୫ ଶିଶୁ ସମେତ ୧୬ ଦାଦନ ଶ୍ରମିକ…

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା ହାଇସ୍କୁଲ ଛକ ଠାରେ ପେଟ୍ରୋଲିଂ ବେଳେ ପୋଲିସ ୫ ଶିଶୁ ସମେତ ୧୬ ଦାଦନ ଶ୍ରମିକ ମଙ୍ଗଳବାର ଅପରାହ୍ନରେ ଉଦ୍ଧାର କରିଥିବା ଜଣାଯାଇଛି । ସୂଚନା ଅନୁସାରେ, ଥାନା ଏସ୍‌ଆଇ ଗୋପୀନାଥ ମହାକୁଡ଼ଙ୍କ ନେତୃତ୍ୱରେ…
Read More...

ବେଲପଡାରେ ଦେଶାନ୍ତର ଶ୍ରମିକ ସମସ୍ୟା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ପାଟଣାଗଡ, (ଗୋରେଖନାଥ ବରିହା) : ସ୍ଥାନୀୟ ଥାନା ପରିସରରେ ମହିଳା ଏବଂ ଶିଶୁ ବିକାଶ ବିଭାଗ, ୟୁନିସେଫ, ବଲାଙ୍ଗିର ପୋଲିସ ଏବଂ ଏଡ଼ଏଟଏକ୍ସସନ ଇଣ୍ଡିଆର ମିଳିତ ଉଦ୍ୟମରେ ଦେଶାନ୍ତର ଶ୍ରମିକ ସମସ୍ୟାର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଡ଼ଏଟଏକ୍ସସନର…
Read More...

ଖପ୍ରାଖୋଲରେ ଦେଶାନ୍ତର ଶ୍ରମିକ ସମସ୍ୟା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ପାଟଣାଗଡ, (ଗୋରେଖନାଥ ବରିହା) : ସ୍ଥାନୀୟ ଥାନା ପରିସରରେ ମହିଳା ଏବଂ ଶିଶୁ ବିକାଶ ବିଭାଗ, ୟୁନିସେଫ, ବଲାଙ୍ଗିର ପୋଲିସ ଏବଂ ଏଡ଼ଏଟଏକ୍ସସନ ଇଣ୍ଡିଆର ମିଳିତ ଉଦ୍ୟମରେ ଦେଶାନ୍ତର ଶ୍ରମିକ ସମସ୍ୟାର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଡ଼ଏଟଏକ୍ସସନର…
Read More...

ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ତାଲୁକା ଆଇନ୍ ସେବା ସମିତି ତରଫରୁ ସ୍ଥାନୀୟ ଅଦାଲତ ପରିସରରେ ଅତିରିକ୍ତ ଜିଲ୍ଲା ନ୍ୟାୟଧୀଶ ଶ୍ଵେତା ମିଶ୍ରଙ୍କ ଅଧ୍ୟକ୍ଷତାରେ ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଆଇନଜୀବୀ ଆଶିଷ କୁମାର ଚନ୍ଦନ, ଶ୍ରୀମତୀ…
Read More...

ରୋପୱେ ନିର୍ମାଣ ଦାବୀରେ ହରିଶଙ୍କରଠାରେ ଜଳ ସତ୍ୟାଗ୍ରହ

ପାଟଣାଗଡ, (ଗୋରେଖନାଥ ବରିହା) : କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା ତରଫରୁ ହରିଶଙ୍କରଠାରେ ଏକ ଜଳ ସତ୍ୟାଗ୍ରହ ହୋଇଯାଇଛି । ପାଟଣାଗଡର ପାଟଣେଶ୍ୱରୀ ମନ୍ଦିରରୁ ପ୍ରାୟ ୫୦ଟି ମୋଟର ସାଇକେଲ ଯୋଗେ ସତ୍ୟାଗ୍ରହୀମାନେ ଗନ୍ଧମାର୍ଦ୍ଦନ ବଞ୍ଚାଅ ସ୍ଲୋଗାନ ଦେଇ ହରିଶଙ୍କରଠାରେ ପହଞ୍ଚି ଥିଲେ ।…
Read More...

ଡାକ୍ତରଖାନାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଜନ୍ମଦିନ ପାଳନ କଲେ ସାଂସଦଙ୍କ ଧର୍ମପତ୍ନୀ ନୀଳାଞ୍ଚି ବିଶି

ପାଟଣାଗଡ, (ଗୋରେଖନାଥ ବରିହା) : ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଆଜି ଜନ୍ମଦିନରେ ସାଂସଦଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କଲେ ସାଂସଦଙ୍କ ଧର୍ମପତ୍ନୀ ଶ୍ରୀମତୀ ନିଲାଞ୍ଚୀ ବିଶି । ସାଂସଦଙ୍କ ଧର୍ମପତ୍ନୀ ଆଜି ସକାଳୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ଆସି ରୋଗୀମାନଙ୍କ ସୁବିଧା…
Read More...

ଖପ୍ରାଖୋଲ ସର୍କଲଠାରେ ଶୌଣ୍ଢିକ ସମାଜର ବାର୍ଷିକ ବୈଠକ ଅନୁଷ୍ଠିତ

ସମାଜର ସାମୁହିକ ବିକାଶ ପାଇଁ ଆଲୋଚନା ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ତେଲେନପାଲି ବେହେରା ଦୋକାନ ନିକଟରେ ଶୌଣ୍ଢିକ ସମାଜର ବାର୍ଷିକ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ଆଞ୍ଚଳିକ ସର୍କଲ ସଭାପତି ଲିଙ୍ଗରାଜ ବେହେରାଙ୍କ…
Read More...

ବେଲପଡାରେ ଯାଦବ ସମାଜର ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକର ସମସ୍ତ ଯାଦବ ସମାଜ ପକ୍ଷରୁ ଯାଦବ ସମାଜ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ ଶତକଡା ୬୦% ମାର୍କ ରଖି ଉର୍ତ୍ତୀର୍ଣ୍ଣ…
Read More...

ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସସ୍ମିତା ମେହେରଙ୍କୁ ଉଲବା ଗ୍ରାମରେ କୁଲି ମେହେର ସମାଜ ପକ୍ଷରୁ…

ପାଟଣାଗଡ, (କେପିଏନ୍‌ଏସ୍‌) : ଚଳିତବର୍ଷ ସିଭିଲ ସର୍ଭିସ ପରୀକ୍ଷାରେ ୩୩୧ ର‍୍ୟାଙ୍କ ହାସଲ କରିଥିବା ଉଲବା ଗ୍ରାମର ସସ୍ମିତା ମେହେରଙ୍କୁ ଉଲବା ଠାରେ କୁଲି ମେହେର ସମାଜ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉତ୍ସବରେ କୁଲି ମେହେର ସମାଜର ସଭାପତି ଧନସିଂହ ମେହେର, ମହେନ୍ଦ୍ର ମେହେର,…
Read More...

ପ୍ରଶାସନିକ ସେବା ପରୀକ୍ଷାରେ ପାଟଣାଗଡ଼ ବୀର ମାଟିର ଦୁଇ ଝିଅଙ୍କ ବାଜିମାତ

ପାଟଣାଗଡ, (ଗୋରେଖନାଥ ବରିହା) : ପରିଶ୍ରମ ହିଁ ସଫଳତାର ଏକମାତ୍ର ବିକଳ୍ପ । ଏହାକୁ ପ୍ରମାଣ କରିଦେଇଛନ୍ତି ପାଟଣାଗଡ଼ ବୀର ମାଟିର ୨ ସୁଯୋଗ୍ୟ ସନ୍ତାନ । ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୨ ପରୀକ୍ଷାର୍ଥି ପାଟଣାଗଡ଼ ଉପଖଣ୍ଡ ତଥା ବୀର ମାଟିର ହୋଇଥିବାରୁ ଅଞ୍ଚଳରେ ଏବେ…
Read More...