Browsing Tag

patanagarh news

ସାମ୍ବାଦିକଙ୍କ ମାତୃ ବିୟୋଗ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡର ଯୁବ ସାମ୍ବାଦିକ ସୁବୋଧ କୁମାର ମେହେରଙ୍କ ମା’ ସୁମିତ୍ରା ମେହେରଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଥିବା ଜଣାପଡିଛି । ସେ ବୃଦ୍ଧାବସ୍ଥା ଜନିତ ରୋଗରେ ପୀଡିତ ଥିଲେ । ଜଣେ ପରୋପକାରୀ, ଧର୍ମପରାୟଣା ମହିଳା ଭାବରେ ଅଞ୍ଚଳରେ ଖ୍ୟାତି ଅର୍ଜନ କରିଥିଲେ ।…
Read More...

ନୂଆଁଖାଇରେ ଦୁଇ ଦିନ ସରକାରୀ ଛୁଟି ଦାବୀରେ ଧୂମାଭଟା ସରପଞ୍ଚ ବନମାଳୀ ନାଏକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଖୋଲା ଚିଠି ପ୍ରେରଣ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକର ଧୂମାଭଟା ପଞ୍ଚାୟତ ସରପଞ୍ଚ ବନମାଳୀ ନାଏକ ମୁଖ୍ୟମନ୍ତ୍ରୀଙ୍କୁ ଖୋଲା ଚିଠି ପ୍ରେରଣ କରିଛନ୍ତି । ସରପଞ୍ଚ ଶ୍ରୀ ନାଏକ ତାଙ୍କ ଚିଠିରେ ଉଲ୍ଲେଖ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ କରିଛନ୍ତି ଯେ, ପଶ୍ଚିମ ଓଡ଼ିଶାର ତଥା…
Read More...

କୋଶଲ ଯୁବ ଶକ୍ତିର ଉପଖଣ୍ଡ ସ୍ତରୀୟ କର୍ମକର୍ତ୍ତା ଚୟନ

ପାଟଣାଗଡ, (କେପଏନ୍‌ଏସ୍‌) : ପାଟଣାଗଡ ବ୍ଲକ ଅନ୍ତର୍ଗତ ଘସିଏନ ହନୁମାନ ମନ୍ଦିର ପରିସରରେ କୋଶଲ ଯୁବ ଶକ୍ତି ସଂଗଠନର ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଶଲ ସଂଗ୍ରାମୀ ଶାନ୍ତନୁ କୁମାର ବୁଧିଆଙ୍କ ଆହ୍ୱାନ କ୍ରମେ ବଲାଙ୍ଗିର ତଥା ବରଗଡ ଜିଲ୍ଲାର ଶତାଧିକ କୋଶଲ ପ୍ରେମୀ ଯୁବକ…
Read More...

ନୂତନ ପେନ୍‌ସନ୍‌ ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସାଙ୍ଗଠାନିକ ସଭା ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକ୍ ସ୍ତରୀୟ ନୂତନ ପେନ୍‌ସନ୍‌ ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଏକ ସାଂଗଠାନିକ ବୈଠକ ଅରୁଣ କୁମାର ତ୍ରିପାଠୀ, ମଣି କୁମ୍ଭାର ତଥା ଲାଲଚନ ବଗର୍ତ୍ତୀଙ୍କ ଆହ୍ୱାନରେ ସ୍ଥାନୀୟ ବାଳକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ବ୍ଲକ୍…
Read More...

କେବୁଲ ତାର ଚୋରି ମାମଲାରେ ୩ ଗିରଫ, ସହ ଚୋରି ସମାଗ୍ରୀ ଜବତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଗତ ୨୯/୭/୨୦୨୧ ଦିନ ରାତିରେ ପିଏଚ୍‌ଡି କାର୍ଯ୍ୟାଳୟ ପରିସରରୁ ମଟର କେବୁଲ ତାର ଚୋରି କରିଥିବା ଏନେଇ ବିଭାଗୀୟ ଜେଇ ଡୁବୁଲିଆ ସିଂହ ପୁର୍ତି ଥାନାରେ ଲିଖିତ ଏତାଲା ଦେଇଥିଲେ । ପାଟଣାଗଡ଼ ଥାନା କେସ ନଂ ୧୩୪/୨୨ରେ ଏକ ମାମାଲ ରୁଜୁ କରି ପୋଲିସ…
Read More...

ଘସିଏନ୍‌ ପଞ୍ଚାୟତ ସମିତି କଲେଜ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ରାଜ୍ୟସଭା ସାଂସଦ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କର ଘସିଏନ ପଞ୍ଚାୟତ ସମିତି କଲେଜ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ । ଅଭିଭାଷଣ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ନିଜ ଭଳିଆ ସଂଘର୍ଷ କରି, ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ…
Read More...

ବେନକେରାଠାରେ ସେବା ଚାରିଟେବୁଲ ଟ୍ରଷ୍ଟର ବୈଠକ

ପାଟଣାଗାଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଧନ୍ଦାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବେନକେରା ଗ୍ରାମରେ ସେବା ଚାରିଟେବୁଲ ଟ୍ରଷ୍ଟର ସଭାପତି ସୁନୀଲ କୁମାର ସିଂହଙ୍କ ନେତୃତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଆଖପାଖର ୧୫ଟି ଗ୍ରାମର ଯୁବଗୋଷ୍ଠୀ ଯୋଗ…
Read More...

ନାଗେନମାଲ ଗାଁରେ ଅବକାରୀ ବିଭାଗର ଚଢାଉ : ମହୁଲ ଫୁଲ ବୋଝେଇ ପିକ୍‌ଅପ୍‌ ଜବତ ସହ ଦୁଇ ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ନାଗେନମାଲ ଗାଁରେ ବେଆଇନ ଭାବେ ମହୁଲ ଚାଲାଣ ବେଳେ ଅବକାରୀ ବିଭାଗ ଚଢ଼ାଉ କରି ମହୁଲ ବୋଝଇ ବୋଲେରୋ ପିକ୍‌ଅପ୍‌ ସହ ଦୁଇ ଅଭିଯୁକ୍ତଙ୍କୁ ଶୁକ୍ରବାର ଗିରଫ କରିଥିବା ଜଣାପଇଛି । ସୂଚନା ଅନୁସାରେ ବେଆଇନ ମହୁଲ ଫୁଲ ଚାଲାଣ…
Read More...

ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇରେ ୩ ଦିନ ଛୁଟି ପାଇଁ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶା ପ୍ରମୁଖ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ୩ ଦିନ ଛୁଟି ପାଇଁ କୋଶଳ ମୁକ୍ତି ମୋର୍ଚ୍ଚା ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ସହକାରୀ ଜିଲ୍ଲାପାଳ କ୍ଷୀରୋଦ ସାହୁଙ୍କୁ ପ୍ରଦାନ କରାଯାଇଛି । ବିଶେଷ କରି…
Read More...

ପାଟଣାଗଡରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ସୁଭଦ୍ରା ଭବନ ପରିସରରେ ବ୍ଲକସ୍ତରୀୟ ଭୀମ ଭୋଇ ସାମର୍ଥ୍ୟ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କମଳକାନ୍ତ ବାରିକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ପାଟଣାଗଡ଼ ବିଧାୟକ ତଥା…
Read More...