Browsing Tag

patanagarh news

ବେଆଇନ ଚାଲାଣ ବେଳେ ୪ଟି ବାଲି ବୋଝେଇ ଟ୍ରାକ୍ଟର ଜବତ

ପାଟଣାଗଡ଼, (ଗୋରେଖନାଥ ବରିହା) : ଦୀର୍ଘଦିନ ଧରି ପାଟଣାଗଡ଼ ଅଞ୍ଚଳରେ ବେଆଇନ ବାଲି ଚାଲାଣ ହେଉଥିବା ବେଳେ ଆଜି ପାଟଣାଗଡ଼ ତହସିଲ ଅଫିସ ପକ୍ଷରୁ ରାମପୁର ନିକଟରେ ୪ଟି ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରାଯାଇଛି । ଏନେଇ ତହସିଲଦାର ଡାକ୍ତର ପୁଷ୍ପାଞ୍ଜଳି ପଣ୍ଡା ସୂଚନା ଦେଇଛନ୍ତି । ମିଳିଥିବା
Read More...

ଉଇହୁଙ୍କା ପରି ଝାପୁଡି କୁଡିଆରେ ଜୀବନ କାଟୁଛନ୍ତି ଦୁଃଖ ଦେଇ

-ଦୁଃଖ ଦେଇଙ୍କ ଭାଗ୍ୟ ଦୀପତଳ ଅନ୍ଧାର ପରିପାଟଣାଗଡ଼, (ଗୋରେଖନାଥ ବରିହା) : ଝାପୁଡି କୁଡିଆରେ ଜୀବନ ଅତିବାହିତ କରୁଛନ୍ତି ୭୦ ବର୍ଷିଆ ବୃଦ୍ଧା । ପଶୁ ପକ୍ଷୀଙ୍କ ଘର ପରି ଦିଶୁଥିବା ୩ ଫୁଟିଆ ଝାପୁଡିରେ ଦୀର୍ଘ ୮ବର୍ଷଧରି ମୁଣ୍ଡଗୁଞ୍ଜୁଛନ୍ତି ଆଦିବାସୀ ମହିଳା ଦୁଃଖ ଦେଇ ବିଶି । ଏହାରି
Read More...

ଭିନ୍ନକ୍ଷମ ସାଜିଲେ ଭିନ୍ନକ୍ଷମଙ୍କ ଦରଦୀ ବନ୍ଧୁ

ପାଟଣାଗଡ଼, (ଗୋରେଖନାଥ ବରିହା) : ଭିନ୍ନକ୍ଷମ ସାଜିଲେ ଭିନ୍ନକ୍ଷମଙ୍କ ଦରଦୀ ବନ୍ଧୁ ଏହା କୌଣସି ନାଟକ ର ଡାଇଇକ୍ ନୁହେଁ ତାହା ସତ୍ୟ ଘଟଣା । ଏପରି ଏକ ଘଟଣା ଦେଖିବାକୁ ମିଳିଛି ଆମ ପାଟଣାଗଡ଼ ସହର କଚେରି କୋର୍ଟ ପରିସରରେ । ସତରେ ଭଗବାନ କାହାକୁ କେଉଁ ବୁଦ୍ଧି ବିବେକ ଦେଇଛନ୍ତି । ଦୁନିଆରେ
Read More...

ପୁଣି ଗାଁ ମୁହାଁ ହାତୀପଲ : ଲୋକେ ଆତଙ୍କିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ରେଞ୍ଜ ଯୋଗୀମୁଣ୍ଡା ଅନ୍ତର୍ଗତ ବାଙ୍କିବାହାଲ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ଗତକାଲି ପ୍ରାୟ ୧୫ଟି ହାତୀ ବିଶିଷ୍ଟ ଏକ ହାତୀପଲ ଅସେିଛନ୍ତି । ଜଙ୍ଗଲରୁ ହାତୀପଲ ଆସି ବାଙ୍କୀବାହାଲ, ପାଢେଲ ସର୍କଲର ବାଙ୍କୋଡେ ସଂରକ୍ଷିତ ଜଙ୍ଗଲରେ ରହିଥିବା ବେଳେ
Read More...

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ପାଟଣାଗଡ଼, (ଗୋରେଖନାଥ ବରିହା) : ଫର୍ଣ୍ଣିଚର ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ମୁଖ୍ୟ ରାସ୍ତାରେ ଥିବା ମାଧବୀ ଟ୍ରେଡର୍ସ ଫର୍ଣ୍ଣିଚର ଦୋକାନରେ ଗତ ମଧ୍ୟରାତ୍ରୀରେ ହଠାତ୍ ନିଆଁ ଲାଗିଯାଇଥିଲା । ଫଳରେ ଦୋକାନରେ ଥିବା ଲକ୍ଷ ଲକ୍ଷ ଟଙ୍କାର ଜିନିଷପତ୍ର ପୋଡ଼ି ପାଉଁଶ
Read More...

ପ୍ରକୃତି ବନ୍ଧୁ ପୁରସ୍କାର-୨୦୨୨ ପାଇଲେ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦମକିପାଲିର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇଙ୍କୁ ବୃକ୍ଷ ରୋପଣ ଓ ପରିବେଶ ସଚେତନତା ପାଇଁ ବିଶ୍ୱ ପରିବେଶ ଦିବସରେ ପ୍ରକୃତି ବନ୍ଧୁ-୨୦୨୨ ପୁରସ୍କାର ମିଳିଛି । ସେ ପୂର୍ବରୁ ୨୦୧୬ ପାଇଁ ମଧ୍ୟ
Read More...

ନିରଞ୍ଜନ ଭୋଇ ଉଚ୍ଚ ବିଦ୍ୟାଳୟ ଖୁଣ୍ଟସମଲାଇକୁ ମିଳିଲା ପ୍ରକୃତି ମିତ୍ର ପୁରସ୍କାର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ବେଲପଡା ବ୍ଲକ ସୁଲେକେଲା, ଖପ୍ରାଖୋଲ ବ୍ଲକ ଜୁରିଆ ଆଦି ପଞ୍ଚାୟତ ଖୁଣ୍ଟସମଲାଇ ଗ୍ରାମର ନିରଞ୍ଜନ ଭୋଇ ଉଚ୍ଚ ବିଦ୍ୟାଳୟକୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ମିଳିଛି । ଏଥିରେ
Read More...

ନାନ୍ଦୁପଲାଠାରେ ବିଶ୍ୱ ପରିବେଶ ଦିବସ ପାଳନ ସହ ବୃକ୍ଷ ରୋପଣ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ନାନ୍ଦୁପଲାଠାରେ ବିଶ୍ୱ ପରିବେଶ ଦିବସ ଗତକାଲି ପାଳିତ ହୋଇଯାଇଛି । ହରିଶଙ୍କର ରେଞ୍ଜ ଅଧିକାରୀ ଗିରିଧାରୀ ନାଗଙ୍କ ଆହ୍ଵାନ କ୍ରମେ ଆୟୋଜିତ କାର୍ଯ୍ୟକ୍ରମରେ ଆମ ଜଙ୍ଗଲ ଯୋଜନା ଟିମ୍‌ ଲିଡ଼ର ସଞ୍ଜୀବ
Read More...

ବିଶ୍ୱ ପରିବେଶ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

ପାଟଣାଗଡ, (ଗେରେଖନାଥ ବରିହା) : ପାଟଣାଗଡ ବ୍ଲକ ଲରମ୍ଭା ଠାରେ ବିଶ୍ୱ ପରିବେଶ ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ "କୋସଲି ଡେରା" ପାଟଣାଗଡ ତରଫରୁ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲରମ୍ଭା ଥାନା ସବ ଇନିସପେକ୍ଟର ଅନନ୍ତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ
Read More...

ଓଡିଶା ଡ୍ରାଇଭର ସଂଘ ଧଣ୍ଡାମୁଣ୍ଡା ଶାଖାର ସାଧାରଣ ବୈଠକ ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକର ଧଣ୍ଡାମୁଣ୍ଡା ପଞ୍ଚାୟତ ଓଡିଶା ଡ୍ରାଇଭର ମହାସଂଘର ଏକ ବୈଠକ ବେନକେରା ସ୍କୁଲ ନିକଟରେ ମହାସଂଘର ଧଣ୍ଡାମୁଣ୍ଡା ଶାଖା ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଡ୍ରାଇଭର ମାନଙ୍କର ଜୀବନ ବୀମା ଓ ବିଭିନ୍ନ ସମସ୍ୟା
Read More...