ଜୁରୀଆ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରକୁ ମିଳିଲା ପ୍ରାକୃତି ମିତ୍ର ପୁରସ୍କାର
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଜୁରୀଆ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ୨୦୨୧-୨୨ ବର୍ଷ ପ୍ରାକୃତି ମିତ୍ର ସମ୍ମାନରେ ଭୁବନେଶ୍ଵର ସ୍ଥିତ ରବିନ୍ଦ୍ର ମଣ୍ଡପଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ କରାଯାଇଥିଲା । ଏହି!-->…
Read More...
Read More...