ଜଲିଆ ଗାଁ ଗୌନ୍ତିଆ ଭକ୍ତ ଚରଣ ବୁଡେକଙ୍କ ପରଲୋକ
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ-ବେଲପଡ଼ା ବ୍ଲକ ଧୂମାଭଟା ପଞ୍ଚାୟତ ଅନ୍ତର୍ଗତ ଜଲିଆ ଗ୍ରାମର ଗୌନ୍ତିଆ ଭକ୍ତ ଚରଣ ବୁଡ଼େକଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହେଉଥିଲା । ସେ ଦୀର୍ଘଦିନରୁ ଅସୁସ୍ଥ ଅନୁଭବ କରୁଥିବା ବେଳେ ଦିନ ୧ ଟା ସମୟରେ!-->…
Read More...
Read More...