Browsing Tag

patanagarh news

ହରିଶଙ୍କରରେ କୃଷିଜିଲ୍ଲାସ୍ତରୀୟ କର୍ମଶାଳା

ପାଟଣାଗଡ, (ଗୋରେଖନାଥ ବରିହା) : ପ୍ରସିଦ୍ଧ ହରିଶଙ୍କର ଠାରେ ୧୪ ତାରିଖରୁ ଆରମ୍ଭ ହେଇଥିବା ହରିଶଙ୍କର ମହୋତ୍ସବ ଅବସରରେ ପାଟଣାଗଡ କୃଷିଜିଲ୍ଲା ପକ୍ଷରୁ ଏକ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ କୃଷିଜିଲ୍ଲା ଅଧିକାରୀ ଗୁରେନ୍ଦ୍ରନାଥ ସିଂହ ଅଧ୍ୟକ୍ଷତା କରିଥିଲେ ।
Read More...

କୂଅରୁ ସୁରକ୍ଷିତ ଭାବେ ଉଦ୍ଧାର ହେଲା ବଳଦ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଜିଲ୍ଲା ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାଲଜୁରୀଠାରେ ଏକ ବଳଦ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିପାରିଛି । ଦୂଚନା ଅନୁସାରେ ରେଙ୍ଗାଲଜୁରୀ ଗାଁର ଧୂବଲ ବରିହା ନିଜ ବିଲରେ ଏକ ପକ୍କା କୂଅ ଖୋଲିଛନ୍ତି । ତେବେ କୂଅ ପାଖରେ
Read More...

ବହୁ ଦିନର ନିରବତା ପରେ ମାଓବାଦୀ ମାରିଲେ ଦୁଇଟି ମାଓ ବେନର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ପୁଟୁକେଲଚୁଆ ଓ ଘୁନୁସର ମଝିରେ ଥିବା ବଜାର ପେଣ୍ଡାଲଠାରେ ପୃଥକ ପୃଥକ ସ୍ଥାନରେ ଦୁଇଟି ମାଓବାଦୀ ବେନର ଲାଲ ରଙ୍ଗର କପଡାରେ ଧଳା ଅକ୍ଷରରେ ହିନ୍ଦୀ ଓ ଓଡିଆ ଭାଷାରେ ଲେଖା ହୋଇ ଶନିବାର
Read More...

ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ଉଦ୍‌ଘାଟିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପ୍ରସିଦ୍ଧ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି । ପାପ ନାଶିନୀ ଝରଣାରୁ ପୂର୍ଣ୍ଣ କଳସ ଆଣି ସ୍ଥାପନା ସହ ପୂଜାର୍ଚ୍ଚନା କରାଯାଇଥିଲା । ବିଶ୍ଵଶାନ୍ତି ମହାଯଜ୍ଞର କଳସ ଶୋଭାଯାତ୍ରାରେ
Read More...

ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପ୍ରଦର୍ଶନୀ ପଡ଼ିଆରେ କ୍ଷୁଦ୍ରଶସ୍ୟ ଖାଦ୍ୟ ମେଳା ଉଦ୍‌ଘାଟିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ଠାରେ ତିନିଦିନ ଧରି ଚଲିଥିବା ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପ୍ରଦର୍ଶନୀ ପଡିଆଠାରେ ଆତ୍ମା ବଲାଙ୍ଗିର, ମିଶନ ଶକ୍ତି, ୱାସନ ଏବଂ ଆୟୋଜକ ୱାଇ.ସି.ଡି.ଏଙ୍କ ମିଳିତ ଉଦ୍ୟମରେ
Read More...

ହରିଶଙ୍କର ଐତିହାସିକ ବୈଶାଖ ମେଳା ଉପଲକ୍ଷେ ଭୁଲିଆ ସମାଜ ବିକାଶ ପରିଷଦ ପକ୍ଷରୁ ନିଶୁଳ୍କ ଅନ୍ନ ସେବା

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ହରିଶଙ୍କର ଐତିହାସିକ ବୈଶାଖ ମେଳା ଆରମ୍ଭ ହୋଇଯାଇଛି । ଗତ ଦୁଇ ବର୍ଷ ଧରି କରୋନା ମହାମାରୀ କଟକଣା ଯୋଗୁଁ ମେଳା ବନ୍ଦ ରହିଥିଲା । ଚଳିତ ବର୍ଷ ହରିଶଙ୍କର ବୈଶାଖ ମେଳା ତା୧୪ ରୁ ୧୬ ପର୍ଯ୍ୟନ୍ତ ତିନିଦିନ ଧରି
Read More...

ବାଞ୍ଜିପାଲି ଜଗନ୍ନାଥ ମନ୍ଦିରରୁ ତାଲା ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିରର ତାଲା କାଟି ଚୋରି ହୋଇଥିବା ନେଇ ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି । ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିରରୁ ଶୁକ୍ରବାର ରାତିରେ ଦୁର୍ବୃତ୍ତ ମାନେ
Read More...

ଆଜିଠାରୁ ଆରମ୍ଭ ହେବ ଐତିହାସିକ ପ୍ରସିଦ୍ଧ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା : ଚଳଚଞ୍ଚଳ ହରିଶଙ୍କର ପୀଠ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ଖପ୍ରାଖୋଲ ବ୍ଲକର ପବିତ୍ର ତୀର୍ଥକ୍ଷେତ୍ର ହରିଶଙ୍କରଠାରେ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । କୋଭିଡ କଟକଣା ପାଇଁ ଦୁଇବର୍ଷଧରି ମେଳା ବନ୍ଦ ରହିଥିବା ବେଳେ ଚଳିତ
Read More...

ବାଇକ୍ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ରୁ କଣ୍ଟାବାଞ୍ଜି ରାସ୍ତା ସାଲେପାଲି ଛକ ନିକଟ ମୁଖ୍ୟ ରାସ୍ତାରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣକ ସଲାଣ୍ଡିର ନୀଳ ଧାରୁଆ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ
Read More...

ନିଜ ପୈତୃକ ନାମରେ ଥିବା ସ୍କୁଲ ଜମି ଅକ୍ତିଆର ଦାବୀରେ ପତ୍ରାପାଲି ସ୍କୁଲ ଗେଟରେ ତାଲା ପକାଇଲେ ଜମି ଦାନ କରି ଟଙ୍କା…

ରାସ୍ତାରେ ପଢିଲେ ଛାତ୍ର ଛାତ୍ରୀ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରଖୋଲ ବ୍ଲକ ଅନ୍ତର୍ଗତ ପତ୍ରାପାଲି ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଝୁଲୁଛି ତାଲା । ସୁଚନା ମୁତାବକ ସ୍କୁଲ୍‌ର ୧୬ ଡିସିମିଲ୍ ଜମି ସେହି ଗ୍ରାମର କୁଲୁଥୁ ସଗଡିଆଙ୍କ ନାମରେ ଅଛି କିନ୍ତୁ
Read More...