ବନକାବିଅଁର ବସଷ୍ଟାଣ୍ଡ ଛକ କପା କିଆରୀରୁ କନିଷ୍ଠ ଯନ୍ତ୍ରୀ ସୁରେଶ ସାହୁଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଥାନା ବନକାବିଅଁର ବସଷ୍ଟାଣ୍ଡ ଛକ ନିକଟରେ ଥିବା କପା କିଆରୀରୁ ପାଟଣାଗଡ଼ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁରେଶ ସାହୁଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ ସୃଷ୍ଟି ହେଉଛି । ସୂଚନାଯୋଗ୍ୟ ଯେ, ତାଙ୍କ ନିଜ!-->…
Read More...
Read More...