ଜଙ୍ଗଲ ବିଭାଗର ଜାଣତରେ ଦିନ ଦ୍ୱିପହରରେ ଗଛକାଟ ଚାଲିଥିବା ଅଭିଯୋଗ
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବନବିଭାଗ ରେଞ୍ଜ କିରିବାଞ୍ଜି ଗଏଲମରା ବିଟ୍ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ବିଗତ କିଛି ଦିନ ହେବ ବହୁ ମୂଲ୍ୟବାନ ଶାଗୁଆନ ଗଛ କାଟି ଦିଆଯାଇଥିବା ଦେଖିବାକୁ ମିଳିଛି । ସଂରକ୍ଷିତ ଜଙ୍ଗଲରୁ ଜଙ୍ଗଲ ବିଭାଗ କର୍ମଚାରୀଙ୍କ ସହଯୋଗରେ ବ୍ୟାପକ ଭାବେରେ ଗଛ!-->…
Read More...
Read More...