Browsing Tag

patanagarh news

କୁତୁର୍ଲା ନୂତନ ଶିବ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ମହାସମାରୋହ ଉତ୍ସାହ ଉଦ୍ଦୀପନା ସହ ଉଦ୍‌ଯାପିତ

ନବଦିନାତ୍ମକ ଧରି ଶିବମୟ ଭାବ ବିହ୍ୱଳ ଭକ୍ତି ଭାବରେ ବୁଡିଲେ ଶ୍ରଦ୍ଧାଳୁ ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଲରମ୍ଭା ପଞ୍ଚାୟତ କୁତୁର୍ଲା ଗାଁରେ ବିଖ୍ୟାତ ସ୍ୱୟଂମ୍ଭୁ ଶିବ ମନ୍ଦିର ତଥା ନୂତନ ଭାବରେ ନିର୍ମିତ ଧବଳେଶ୍ୱର ଶିବ ମନ୍ଦିର ଏବଂ ଘସିଏନ ଦେବୀ ମନ୍ଦିର ପ୍ରତିଷ୍ଠା
Read More...

ପାଟଣାଗଡ଼ ଜବାହରଲାଲ କଲେଜ ଶାଗୁଆନ ଗଛ କାଟିବା ଘଟଣା

ଉପଜିଲ୍ଲାପାଳ ଓ କଲେଜ ଅଧ୍ୟକ୍ଷଙ୍କ ନାମରେ ଥାନାରେ ଅଭିଯୋଗ କଲେ ସାପ୍ତାହିକ ଖବରକାଗଜର ସଂପାଦକ ପ୍ରହଲ୍ଲାଦ ପାଢ଼ିସଭାପତି ଓ କଲେଜ ଅଧ୍ୟକ୍ଷଙ୍କ ଜ୍ଞାତ ସାର ଶାଗୁଆନ ଗଛ କଟା ଯାଇଥିବା ଅଭିଯୋଗ ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ପାଟଣାଗଡ଼ର ସାପ୍ତାହିକ ଖବରକାଗଜର ସମ୍ପାଦକ
Read More...

୪୨ ବୋତଲ କଫ୍‌ ସିରପ ଜବତ : ଜଣେ ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଅବକାରୀ ବିଭାଗ ଧୁମାଭଟା ବସଷ୍ଟାଣ୍ଡରୁ ୪୨ ବୋତଲ ବେଆଇନ କଫ୍‌ ସିରପ ଜବତ କରିବା ସହ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ମିଳିଥିବା ସୂଚନା ଅନୁସାରେ ଯୁବକ ଜଣକ ହେଲେ ଧୁମାଭଟା ଗ୍ରାମର ଧରଣି ଧର ପ୍ରଧାନ (୪୧) । କୋର୍ଟରେ ଜାମିନ
Read More...

ଦୁଇ କାର୍‌ ମୁହାଁମୁହିଁ ଧକ୍କା

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼-ଖପ୍ରାଖୋଲ ରାସ୍ତାର ବାଲିପଟା ଛକ ନିକଟରେ ଦୁଇ କାର୍‌ (ଓଡି ୧୫ ଏନ୍‌ ୮୧୯୦) ଓ (ଓଡି ୦୩ ଏଫ୍‌ ୭୨୨୯) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ସୌଭାଗ୍ୟ ବଶତଃ ଉଭୟ କାର୍‌ର ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି । ବଲାଙ୍ଗିର ପଟରୁ ଏକ କାର୍‌
Read More...

ଲୁହାସିଂହା କଲଙ୍ଗାପଡାରେ ୨୪ ପ୍ରହର ଅଖଣ୍ଡ ନାମଯଜ୍ଞ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲୁହାସିଂହା ଗ୍ରାମର କଲଙ୍ଗାପଡାରେ ଚବିଶ ପ୍ରହର ନାମଯଜ୍ଞ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି । ଏପ୍ରିଲ ୧୮ରୁ ୨୧ ପର୍ଯ୍ୟନ୍ତ ୪ ଦିନ ଧରି ଅନୁଷ୍ଠିତ ଅଖଣ୍ଡ ଚବିଶ ପ୍ରହର ନାମଯଜ୍ଞରେ ପ୍ରଥମେ
Read More...

ଐତିହାସିକ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କରରେ ଆସନ୍ତା ମେ' ମାସ ୧୪ରୁ ୧୬ ପର୍ଯ୍ୟନ୍ତ ଐତିହାସିକ ବୈଶାଖୀ ମେଳା ତଥା ନୃସିଂହ ଚତୁର୍ଦ୍ଦଶୀ ମେଳା ଅନୁଷ୍ଠିତ ହେବ । ଆଜି ପାଟଣାଗଡ଼ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଜୟା ନନ୍ଦ ସେଠୀଙ୍କ
Read More...

ବେଲପଡ଼ା ଡାକ୍ତରଖାନା ପରିସରରେ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷମାନ ଭାରତ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା. ରବିନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଆଶାକର୍ମୀମାନଙ୍କ ପ୍ରୋତ୍ସାହନ ରାଶି ମିଳିବା ଦାବୀ ନେଇ ନିଖିଳ ଓଡିଶା ଆଶାକର୍ମୀ ସଂଘ ଶାଖା ପକ୍ଷରୁ ଘସିଏନ୍‌ ଗୋଷ୍ଠୀ…

ଲାଞ୍ଚୁଆ ଏଏନ୍ଏମ୍‌ ବିପିଓ ଓ ବିପିଏମ୍‌ ବାଡାଙ୍କୁ ତୁରନ୍ତ ବଦଳି୭ ଦିନ ମଧ୍ୟରେ ଦାବୀ ପୂରଣ ନହେଲେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତାଳା ପକାଇ ଧାରଣା ଦେବାକୁ ଚେତାବନୀ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଘସିଏନ୍‌ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ କାର୍ଯ୍ୟରତ
Read More...

ଖପ୍ରାଖୋଲରେ ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର : ୩୦୦ ଦିନ ପୂରଣ କରିଥିବା ଶ୍ରମିକଙ୍କ ସହ ଭଲ ପ୍ରଦର୍ଶନ କରିଥିବା…

ହାତ ଗଣତି ଶ୍ରମିକଙ୍କୁ ନେଇ ଜନଶୁଣାଣୀ ଶିବିର ଶେଷ ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ନୂତନ ସଭା ଗୃହଠାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ଆଇସିଡ଼ିଏସ୍‌ ଯୋଜନା, ମମତା
Read More...

ଖପ୍ରାଖୋଲରେ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର : ୮୪୦ ଜଣ ରୋଗୀ ଚିକିତ୍ସିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷମାନ ଭାରତ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା ସୁରଜ କୁମାର ଦୀପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...