Browsing Tag

patanagarh news

ପାଟଣାଗଡ଼ ଏନ୍ଏସିର ପ୍ରଥମ ବୈଠକ : ସହରର ସମସ୍ୟା ସମାଧାନ ପାଇଁ ପ୍ରଥମ ପଦକ୍ଷେପ ଗ୍ରହଣ କରାଯିବା ନେଇ ଆଲୋଚନା

ଟ୍ରେଡ ଲାଇସେନ୍ସରେ ନୂତନ ବ୍ୟବସାୟୀମାନଙ୍କୁ ସାମିଲ କରିଯିବ : ଏନ୍ଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଳ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଏନ୍ଏସି କାର୍ଯ୍ୟାଳୟ ସଭାଗୃହଠାରେ ନବ ନିର୍ବାଚିତ କାଉନସିଲରମାନଙ୍କୁ ନେଇ ଏକ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍ଏସି ଅଧ୍ୟକ୍ଷା
Read More...

ଭୁଲିଆବନ୍ଧ ଗ୍ରାମରେ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ : ଭକ୍ତିରେ ବୁଡିଲେ ଶ୍ରଦ୍ଧାଳୁ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲାପଡା ବ୍ଲକ ଅନ୍ତର୍ଗତ ଯୁବା ପଞ୍ଚାୟତ ଭୁଲିଆବନ୍ଧ ଗ୍ରାମରେ ଆଜି ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଥିଲା । ଆଖ ପାଖର ଭକ୍ତମାନେ ଉପସ୍ଥିତ ରହି ବହୁତ ଖୁସି ଆନନ୍ଦ ଅନୁଭବ କରିବା ସହ ସମସ୍ତ ଶ୍ରଦ୍ଧାଳୁମାନଙ୍କ ସମେତ ମହିଲାମାନେ
Read More...

ଶ୍ରୀ ଶ୍ରୀ ହରିଶଙ୍କର ମହାପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ଚତୁର୍ଦ୍ଦଶୀ ମେଳା ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ଠାରେ ଆଗାମୀ ୧୪ରୁ ୧୬ ତାରିଖ ଯାଏ ତିନି ଦିନ ଧରି ହେବାକୁ ଥିବା ବୈଶାଖ ଚତୁର୍ଦ୍ଦଶୀ ମେଳା ପାଇଁ ପ୍ରସ୍ତୁତି ବୈଠକ ଗତକାଲି ଅନୁଷ୍ଟିତ ହୋଇଯାଇଛି । ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପଟଣାଗଡ଼
Read More...

ସର୍ଗିପାଲି ସରକାରୀ ସ୍କୁଲର ଆର୍ଥିକ ଅନିୟମିତତା ଅଭିଯୋଗରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍‌ ମହରାପଦର ପଞ୍ଚାୟତ ସର୍ଗିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ଆର୍ଥିକ ଅନିୟମିତତା ପ୍ରତିବାଦରେ ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ସୋମବାର ତାଲା ପକାଇ ଥିଲେ । ଯାହାଫଳରେ ବିଦ୍ୟାଳୟ ବନ୍ଦ ରହିବା ସହ
Read More...

ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଶହେ ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିବା ବେଳେ ୪୩ ଜଣ ଅଭିଯୋଗକାରୀଙ୍କ ଶୁଣାଣି
Read More...

ନିଖିଳ ଓଡିଶା କୈବର୍ତ୍ତ (କେଉଁଟ) ମହାସଭା ତରଫରୁ ଜିଲ୍ଲାସ୍ତରୀୟ ମହାସଭା ଆୟୋଜିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ନିଖିଳ ଓଡିଶା କୈବର୍ତ୍ତ (କେଉଁଟ) ମହାସଭା ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାସ୍ତରୀୟ ମହାସଭା ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ ମେହେର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଓଡିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ
Read More...

ପାଟଣାଗଡ଼ରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ପାଳନ ଅବସରରେ ରକ୍ତଦାନ ଶିବିର…

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଦିବସକୁ ପାଟଣାଗଡ଼ ବିଜୁଜନତା ଦଳ କାର୍ଯ୍ୟାଳୟ ପରିସରରେ ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ଅବସରରେ
Read More...

ଶିବ ମନ୍ଦିର ପ୍ରତିଷ୍ଠା ମହୋତ୍ସବରେ ଶିବ ପରାୟଣ ତୃତୀୟ ଦିବସ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଲରମ୍ଭା ପଞ୍ଚାୟତ ଅଧିନସ୍ଥ କୁତୁର୍ଲା ଗ୍ରାମରେ ବହୁ ପ୍ରାଚୀନ ଶିବ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ଶିବପରାୟଣ ଆଜି ତୃତୀୟ ଦିବସ । ଶିବ ପୁରାଣ ଅନୁସାରେ ଶିବ ପାର୍ବତୀ ବିବାହ ଅନୁଷ୍ଠିତ ହୋଇଥିଲା । ଶିବ ପରାୟଣ ଯଜ୍ଞର ଯଜ୍ଞ କର୍ତ୍ତା
Read More...

ମୁଣ୍ଡୋମହୁଲ୍ ଗାଁରେ ରାମ ନବମୀ ପୂଜାନୋତ୍ସବ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ମୁଣ୍ଡୋମହୁଲ୍ ଗାଁରେ ସପ୍ତାହ ବ୍ୟାପୀ ରାମ ନବମୀ ପୂଜାନୋତ୍ସବ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି । ଗ୍ରାମର ଜଣେ ରାମଭକ୍ତ କୁଳମଣି ମଲ୍ଲିକଙ୍କ ଘରେ ଚୈତ୍ର ମାସ ନବମୀ ତିଥିରେ ଏପ୍ରିଲ ୧୦ରୁ ୧୬ ପୂର୍ଣ୍ଣିମା ପର୍ଯ୍ୟନ୍ତ
Read More...

ହରିଶଙ୍କର ମା’ ବିନ୍ଧ୍ୟବାସିନି ମନ୍ଦିରର ଚୈତ୍ର ବାସନ୍ତିକ ପୂଜା ମହୋତ୍ସବ ସମ୍ପନ୍ନ

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ତଥା ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କର ସ୍ଥିତ ମା' ବିନ୍ଧ୍ୟବାସିନୀ ମନ୍ଦିରରେ ଚୈତ୍ର ବାସନ୍ତୀକ ପୂଜା ମହୋତ୍ସବ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀ ବିଂଝାଲ ସମାଜ ପକ୍ଷରୁ ସମ୍ପନ୍ନ ହୋଇଯାଇଛି ।
Read More...