Browsing Tag

patanagarh news

ପାଟଣାଗଡରେ ବିଷୁବ ମିଳନ ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ମହାବିଷୁବ ମିଳନ ତଥା ଓଡିଆ ନବ ବର୍ଷ ଅବସରରେ ପାଟଣାଗଡ ସାଂସ୍କୃତିକ ପରିଷଦ ତରଫରୁ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ଆସରରେ ଅଧ୍ୟକ୍ଷତା କରିଥିଲେ ସାଂସ୍କୃତିକ ପରିଷଦ ସଭାପତି ଅରୁଣ କୁମାର ପଟ୍ଟନାୟକ । ମୁଖ୍ୟ ବକ୍ତା ରୂପେ ଯୋଗ ଦେଇ ଓଡିଶା
Read More...

ହରିଶଙ୍କରରେ ମନ୍ଦିର ସବ୍ କମିଟି ବୈଠକ : ପରିଚାଳନାରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପବିତ୍ର କ୍ଷେତ୍ର ହରିଶଙ୍କରଠାରେ ହରିଶଙ୍କର ମନ୍ଦିର ପରିଚାଳନା ସବକମିଟିର ବୈଠକ ଗୁରୁବାର କମିଟି ସଭାପତି ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଆଗାମୀ ନୃସିଂହଚତୁର୍ଦ୍ଦଶୀ ମେଳା, ମନ୍ଦିର
Read More...

ବାବାସାହେବ ଆମ୍ୱେଦକରଙ୍କ ଜୟନ୍ତୀ ମହାଆଡ଼ମ୍ବରରେ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ବାବାସାହେବ ଡ଼ ଆମ୍ୱେଦକରଙ୍କ ୧୩୧ତମ ଜୟନ୍ତୀ ପାଟଣାଗଡ଼ରେ ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ସମେତ କଳାହାଣ୍ଡି, ବରଗଡ଼, ନୂଆପଡ଼ା, କୋରାପୁଟ ଓ ରାଜ୍ୟ ବାହାରୁ ହଜାର ହଜାର ଲୋକ ଆସି ଯୋଗ ଦେଇଥିଲେ । “ପାଟଣାଗଡ଼
Read More...

ବାଗଦୋର ଗ୍ରାମ ପଞ୍ଚାୟତରେ ଡ଼. ବି ଆର୍‌ ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳନ

ପାଟଣାଗଡ଼, (ଗୋରେଖନାଥ ବରିହା) : ସମ୍ବିଧାନର ଜନକ ମହାନ ଦେଶ ଭକ୍ତ ତଥା ବିଶ୍ୱରତ୍ନ ଡ଼. ବି ଆର୍‌ ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ବଲାଙ୍ଗିର ଜିଲ୍ଲାର ବେଳପଡା ବ୍ଳକ ବାଗଦୋର ଗ୍ରାମ ପଞ୍ଚାୟତର ବନମାଲ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପାଳନ କରାଯାଇଛି । ଏହି ଅବସରେ ନବ ନିର୍ବାଚିତ ସରପଞ୍ଚ
Read More...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ କେନ୍ଦୁପତ୍ର କର୍ମଚାରୀ, ତୋଲାଲି, ବନ୍ଧାଳୀମାନଙ୍କ ବୋନସ, ପ୍ରୋତ୍ସାହନ ଭତ୍ତା, ମଜୁରୀ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ପ୍ରଦାନ କରିବା ପାଇଁ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ତରଫରୁ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଦାବୀ କରାଯାଇଥିଲା
Read More...

ପାଟଣାଗଡ଼ରେ ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା

ଶୋଭାଯାତ୍ରା ରାଲିରେ ବିଜେପି ପୂର୍ବତନ ବିଧାୟକ କନକ ସାସଂଦ ସଙ୍ଗିତାଙ୍କ ସହ ବିଭିନ୍ନ ଦଳରେ ସାମିଲ ବିଧାୟକ ସରୋଜ ସାମିଲ ସଙ୍ଗେ ବଜରଙ୍ଗୀ ଦଳଙ୍କୁ କଲେ ଉତ୍ସାହିତ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଆଜି ହେଉଛି ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ବା ମହାବିଶୁବ ଓ ପଣାସଂକ୍ରାନ୍ତି ।
Read More...

ସାମ୍ବାଦିକଙ୍କ ବଡ଼ବାପା ସଂକିର୍ତ୍ତନ ବରିହାଙ୍କ ପରଲୋକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମର ଗୌନ୍ତିଆ ପରିବାରର ମଝିଆ ଗୌନ୍ତିଆ ତଥା ପୂର୍ବତନ ୱାର୍ଡ ମେମ୍ବର ସଂକିର୍ତ୍ତନ ବରିହାଙ୍କ ଆଜି ତାଙ୍କ ରେଙ୍ଗାଲଜୁରୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି
Read More...

ପାଟଣାଗଡ଼ ପାଟଖଣ୍ଡା ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ସହ ପରିଚାଳନା କମିଟିର କର୍ମକର୍ତ୍ତା…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଛକ ସ୍ଥିତ ବ୍ରହ୍ମପୁରା ପାଟଖଣ୍ଡା ପ୍ରତିଷ୍ଠା ମହୋତ୍ସବ କମିଟି ପକ୍ଷରୁ ନବନିର୍ମିତ ପାଟଖଣ୍ଡା ଦେବୀଙ୍କ ଭବ୍ୟ ମନ୍ଦିରର ବିଗ୍ରହଙ୍କ ପ୍ରତିଷ୍ଠା ମହୋତ୍ସବ ଓ ନାମ ଯଜ୍ଞ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅରକ୍ଷିତ ଯୋଷୀଙ୍କ
Read More...

ଖପ୍ରାଖୋଲ ବ୍ଲକରେ ଶିକ୍ଷା ସଚେତନତା ରଥ ଅଭିଯାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ଦୀର୍ଘ ଦୁଇ ବର୍ଷ ପରେ ସମସ୍ତ ପିଲା ସ୍କୁଲ ଯିବା ପାଇଁ ଖପ୍ରାଖୋଲ ବ୍ଲକରେ ସମଗ୍ର ଶିକ୍ଷା ବଲାଙ୍ଗିର ଦ୍ୱାରା ପ୍ରାୟୋଜିତ କାର୍ଯ୍ୟକ୍ରମ ଗତ ୧୦/୪/୨୨ରେ ଶିକ୍ଷା ସଚେତନ ରଥର ଶୁଭାରମ୍ଭ ହୋଇଯାଇଛି । ଆଜି ତୃତୀୟ ଦିବସରେ ଶିକ୍ଷା ସଚେତନତା ରଥ ଦମେଇପାଲି
Read More...

ମାଙ୍ଗାନିଜ ପଥର ଲୋଡ ହୋଇଥିବା ଗାଡି ଜବତ : ୫ ଅଭିଯୁକ୍ତ ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଅନ୍ତର୍ଗତ ଚମ୍ପାସରରେ ପେଟ୍ରୋଲିଂ କରୁଥିବା ବେଳେ ଲରମ୍ଭା ଥାନା ଏଏସ୍‌ଆଇ କୁନୁ ସାହୁ ଏବଂ ଷ୍ଟାଫ୍ ବିଶେଷ ସୂତ୍ରରୁ ଖବର ପାଇ ଚମ୍ପାସର ଗ୍ରାମରେ ଟ୍ରକ ସିଜି୦୪ଯେବି୮୫୨୫ ଓ ଗୋଟିଏ ଜେସିପି ଯାହାର ନମ୍ବର ଯେଏଚ୍‌୧୦ବିୱାଇ
Read More...