ଐତିହାସିକ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପାଇଁ ପ୍ରସ୍ତୁତି ବୈଠକ
ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କରରେ ଆସନ୍ତା ମେ' ମାସ ୧୪ରୁ ୧୬ ପର୍ଯ୍ୟନ୍ତ ଐତିହାସିକ ବୈଶାଖୀ ମେଳା ତଥା ନୃସିଂହ ଚତୁର୍ଦ୍ଦଶୀ ମେଳା ଅନୁଷ୍ଠିତ ହେବ । ଆଜି ପାଟଣାଗଡ଼ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଜୟା ନନ୍ଦ ସେଠୀଙ୍କ!-->…
Read More...
Read More...