Browsing Tag

patanagarh news

ନିଖିଳ ଓଡିଶା କୈବର୍ତ୍ତ (କେଉଁଟ) ମହାସଭା ତରଫରୁ ଜିଲ୍ଲାସ୍ତରୀୟ ମହାସଭା ଆୟୋଜିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ନିଖିଳ ଓଡିଶା କୈବର୍ତ୍ତ (କେଉଁଟ) ମହାସଭା ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାସ୍ତରୀୟ ମହାସଭା ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ ମେହେର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଓଡିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ…
Read More...

ପାଟଣାଗଡ଼ରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ପାଳନ ଅବସରରେ ରକ୍ତଦାନ ଶିବିର…

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଦିବସକୁ ପାଟଣାଗଡ଼ ବିଜୁଜନତା ଦଳ କାର୍ଯ୍ୟାଳୟ ପରିସରରେ ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ଅବସରରେ…
Read More...

ଶିବ ମନ୍ଦିର ପ୍ରତିଷ୍ଠା ମହୋତ୍ସବରେ ଶିବ ପରାୟଣ ତୃତୀୟ ଦିବସ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଲରମ୍ଭା ପଞ୍ଚାୟତ ଅଧିନସ୍ଥ କୁତୁର୍ଲା ଗ୍ରାମରେ ବହୁ ପ୍ରାଚୀନ ଶିବ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ଶିବପରାୟଣ ଆଜି ତୃତୀୟ ଦିବସ । ଶିବ ପୁରାଣ ଅନୁସାରେ ଶିବ ପାର୍ବତୀ ବିବାହ ଅନୁଷ୍ଠିତ ହୋଇଥିଲା । ଶିବ ପରାୟଣ ଯଜ୍ଞର ଯଜ୍ଞ କର୍ତ୍ତା…
Read More...

ମୁଣ୍ଡୋମହୁଲ୍ ଗାଁରେ ରାମ ନବମୀ ପୂଜାନୋତ୍ସବ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ମୁଣ୍ଡୋମହୁଲ୍ ଗାଁରେ ସପ୍ତାହ ବ୍ୟାପୀ ରାମ ନବମୀ ପୂଜାନୋତ୍ସବ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି । ଗ୍ରାମର ଜଣେ ରାମଭକ୍ତ କୁଳମଣି ମଲ୍ଲିକଙ୍କ ଘରେ ଚୈତ୍ର ମାସ ନବମୀ ତିଥିରେ ଏପ୍ରିଲ ୧୦ରୁ ୧୬ ପୂର୍ଣ୍ଣିମା ପର୍ଯ୍ୟନ୍ତ…
Read More...

ହରିଶଙ୍କର ମା’ ବିନ୍ଧ୍ୟବାସିନି ମନ୍ଦିରର ଚୈତ୍ର ବାସନ୍ତିକ ପୂଜା ମହୋତ୍ସବ ସମ୍ପନ୍ନ

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ତଥା ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କର ସ୍ଥିତ ମା' ବିନ୍ଧ୍ୟବାସିନୀ ମନ୍ଦିରରେ ଚୈତ୍ର ବାସନ୍ତୀକ ପୂଜା ମହୋତ୍ସବ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀ ବିଂଝାଲ ସମାଜ ପକ୍ଷରୁ ସମ୍ପନ୍ନ ହୋଇଯାଇଛି ।…
Read More...

ପାଟଣାଗଡରେ ବିଷୁବ ମିଳନ ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ମହାବିଷୁବ ମିଳନ ତଥା ଓଡିଆ ନବ ବର୍ଷ ଅବସରରେ ପାଟଣାଗଡ ସାଂସ୍କୃତିକ ପରିଷଦ ତରଫରୁ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ଆସରରେ ଅଧ୍ୟକ୍ଷତା କରିଥିଲେ ସାଂସ୍କୃତିକ ପରିଷଦ ସଭାପତି ଅରୁଣ କୁମାର ପଟ୍ଟନାୟକ । ମୁଖ୍ୟ ବକ୍ତା ରୂପେ ଯୋଗ ଦେଇ ଓଡିଶା…
Read More...

ହରିଶଙ୍କରରେ ମନ୍ଦିର ସବ୍ କମିଟି ବୈଠକ : ପରିଚାଳନାରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପବିତ୍ର କ୍ଷେତ୍ର ହରିଶଙ୍କରଠାରେ ହରିଶଙ୍କର ମନ୍ଦିର ପରିଚାଳନା ସବକମିଟିର ବୈଠକ ଗୁରୁବାର କମିଟି ସଭାପତି ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଆଗାମୀ ନୃସିଂହଚତୁର୍ଦ୍ଦଶୀ ମେଳା, ମନ୍ଦିର…
Read More...

ବାବାସାହେବ ଆମ୍ୱେଦକରଙ୍କ ଜୟନ୍ତୀ ମହାଆଡ଼ମ୍ବରରେ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ବାବାସାହେବ ଡ଼ ଆମ୍ୱେଦକରଙ୍କ ୧୩୧ତମ ଜୟନ୍ତୀ ପାଟଣାଗଡ଼ରେ ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ସମେତ କଳାହାଣ୍ଡି, ବରଗଡ଼, ନୂଆପଡ଼ା, କୋରାପୁଟ ଓ ରାଜ୍ୟ ବାହାରୁ ହଜାର ହଜାର ଲୋକ ଆସି ଯୋଗ ଦେଇଥିଲେ । “ପାଟଣାଗଡ଼…
Read More...

ବାଗଦୋର ଗ୍ରାମ ପଞ୍ଚାୟତରେ ଡ଼. ବି ଆର୍‌ ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳନ

ପାଟଣାଗଡ଼, (ଗୋରେଖନାଥ ବରିହା) : ସମ୍ବିଧାନର ଜନକ ମହାନ ଦେଶ ଭକ୍ତ ତଥା ବିଶ୍ୱରତ୍ନ ଡ଼. ବି ଆର୍‌ ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ବଲାଙ୍ଗିର ଜିଲ୍ଲାର ବେଳପଡା ବ୍ଳକ ବାଗଦୋର ଗ୍ରାମ ପଞ୍ଚାୟତର ବନମାଲ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପାଳନ କରାଯାଇଛି । ଏହି ଅବସରେ ନବ ନିର୍ବାଚିତ ସରପଞ୍ଚ…
Read More...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ କେନ୍ଦୁପତ୍ର କର୍ମଚାରୀ, ତୋଲାଲି, ବନ୍ଧାଳୀମାନଙ୍କ ବୋନସ, ପ୍ରୋତ୍ସାହନ ଭତ୍ତା, ମଜୁରୀ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ପ୍ରଦାନ କରିବା ପାଇଁ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ତରଫରୁ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଦାବୀ କରାଯାଇଥିଲା…
Read More...