Browsing Tag

patanagarh news

ଏକତା ବଳରେ ସବୁ କିଛି ସମ୍ଭବ : ନିଜ ରାସ୍ତା ନିଜେ ନିର୍ମାଣ କଲେ ଅଞ୍ଚଳବାସୀ, ଅଞ୍ଚଳବାସୀଙ୍କ ପ୍ରଶଂସନୀୟ ଶ୍ରମଦାନ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଳକ ସାଲେପାଲି ପଞ୍ଚାୟତ ଅବହେଳିତ ନିଲିଜିବାହିଲରୁ ବୁଦାମୁଣ୍ଡା ରାସ୍ତାକୁ ନିଲିଜିବାହାଲ, ତୁର୍ଲାମାଲ, ଖଲିଆ ଆଦି ଗ୍ରାମବାସୀଙ୍କ ସମେତ ଆଖପାଖ ଅଞ୍ଚଳ ବଦାନ୍ୟ ବ୍ୟକ୍ତି ବିଶେଷଙ୍କ ମିଳିତ ସହଯୋଗ ଓ ଶ୍ରମଦାନ କରି ଗାଁକୁ ସଂଯୋଗ କରୁଥିବା…
Read More...

ପାଟଣାଗଡ ଯାଦବ ସମାଜର ପରିଚାଳନା କମିଟିର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଜଗନ୍ନାଥ ଖର୍ସେଲ ମନୋନୀତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡର ଯାଦବ ସମାଜ ପକ୍ଷରୁ ଏକ ସାମାଜିକ ବୈଠକ ଅନୁଷ୍ଠିତ ହୋଇଥିଲା । ପାଟଣାଗଡ ଯାଦବ ସମାଜ ବ୍ଳକ ସଭାପତି ସୁଗ୍ରୀବର ଖର୍ସେଲଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଦବ ସମାଜ ଜିଲ୍ଲା ସଭାପତି ପରମାନନ୍ଦ ହାତୀ ମୁଖ୍ୟ ଅତିଥି,…
Read More...

ଗ୍ରାମାଞ୍ଚଳ ଫୁଟବଲ ଟୁର୍ଣ୍ଣାମେଣ୍ଟ : ୧୯ ତମ ସ୍ପାଟନ କ୍ଲବର ଫୁଟବଲରେ ସେମିଫାଇନାଲରେ ତେନ୍ତୁଳିମୁଣ୍ଡା, ବରହାଲ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ତେନ୍ତୁଳିମୁଣ୍ଡା ଜୟରାମ ମେହେର ହାଇସ୍କୁଲ୍ ପଡିଆଠାରେ ସ୍ପାଟନ କ୍ଲବ୍ ପକ୍ଷରୁ ୧୯ ତମ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ମୁଖ୍ୟ ଅତିଥି ଯୋଗୀଲାଲ ମେହେର ଯୋଗଦେଇ ଥିବା ବେଳେ…
Read More...

ବାହୁନି ହେଲା ଭଳି ଗୋଟିଏ ରାସ୍ତାର ଆତ୍ମକଥା

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଳକ ସାଲେପାଲି ପଞ୍ଚାୟତ ନିଲିଜିବାହାଲରୁ ବୁଦାମୁଣ୍ଡା ରାସ୍ତା ଦେଇ କପାଣି ବସଷ୍ଟାଣ୍ଡ ଯେଉଁମାନେ ଯାଉଥିବେ ସେମାନଙ୍କୁ ତିକ୍ତ ଅନୁଭବ ହେଉଥିବ । ସୂଚନା ଅନୁସାରେ ବେଲପଡା ବ୍ଳକ କପାଣିକୁ ସଂଯୋଗ କରୁଥିବା ନିଲିଜିବାହାଲରୁ ବୁଦାମୁଣ୍ଡା ୧ କିମି…
Read More...

ସଂସ୍କାର, ଭାରତୀୟ ସଂସ୍କୃତି ଓ ପରମ୍ପରା ଉପରେ ଆଧାରିତ ଦିବ୍ୟଜୀବନ ପାଠଶାଳା ମାଧ୍ୟମରେ ଶିକ୍ଷାଦାନ ଦେବା ପ୍ରୟାସ

ପାଟଣାଗଡ, (ଗୋରେଖନାଥ ବରିହା) : ବିଦ୍ୟାର୍ଥୀମାନଙ୍କ ସର୍ବାଙ୍ଗୀନ ବିକାଶ ନିମିତ୍ତ ସଂସ୍କାର ଓ ଭାରତୀୟ ପରମ୍ପରା ଆଧାରରେ ଜୀବନ୍ୟାସ ପାଠଶାଳା ମାଧ୍ୟମରେ ବିଦ୍ୟାର୍ଥୀମାନଙ୍କୁ ଶିକ୍ଷାଦାନ କରିବା ଭଳି ଏକ ମହତ୍ ଉଦ୍ଦେଶ୍ୟରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଜୀବନ୍ୟାସ ପକ୍ଷରୁ ଦିବ୍ୟଜୀବନ ପାଠଶାଳ…
Read More...

କନଗାଁରେ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ତଦନ୍ତ ଜାରି

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା କନଗାଁ ଗ୍ରାମରେ ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ଖପ୍ରାଖୋଲ ପୋଲିସ ଉଦ୍ଧାର କରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ କନଗାଁ ଗ୍ରାମର ଶ୍ୟାମ ବରିହାଙ୍କ ପୁଅ ସତ୍ୟ ବରିହା (୧୭) ଗତକାଲି ପ୍ରାୟ ରାତି ୯ଟା…
Read More...

୧୯ ତମ ସ୍ପାଟନ କ୍ଲବର ଫୁଟବଲ ଟୁର୍ଣ୍ଣାମେଣ୍ଟ : ଚନ୍ଦ୍ରପୁର୍ ଓ ଝରଣୀ ଗାଁ ବିଜୟୀ

ପାଟଣାଗଡ଼ (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ତେନ୍ତୁଳିମୁଣ୍ଡା ଜୟରାମ ମେହେର ହାଇସ୍କୁଲ୍ ପଡିଆଠାରେ ସ୍ପାଟନ କ୍ଲବ୍ ପକ୍ଷରୁ ୧୯ତମ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚ୍‌ରେ ମୁଖ୍ୟ ଅତିଥି ଭାବରେ ଚୂଳଚନ୍ଦ୍ର ବଛା ଯୋଗଦେଇଥିବା ବେଳେ…
Read More...

ବାବାଜୀ ଦାସଙ୍କ ପରଲୋକ

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଫଟାମୁଣ୍ଡା ପଞ୍ଚାୟତ ପାଣ୍ଡେସରା ଗ୍ରାମର ସୁନାମଧନ୍ୟ ଅବସରପ୍ରାପ୍ତ ବିଶିଷ୍ଟ ଶିକ୍ଷକ ବାବାଜୀ ଦାସ ୭୩ ବର୍ଷ ବୟସରେ ଆଜି ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ସେ ଜଣେ ଶାନ୍ତଶିଷ୍ଟ…
Read More...

୧୯ତମ ସ୍ପାଟନ କ୍ଲବର ଫୁଟବଲ ଟୁର୍ଣ୍ଣାମେଣ୍ଟ : ମଣ୍ଡଳ ଓ ମୁଣ୍ଡାଗାଁ ବିଜୟୀ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ତେନ୍ତୁଳିମୁଣ୍ଡା ଜୟରାମ ମେହେର ହାଇସ୍କୁଲ୍ ପଡିଆଠାରେ ସ୍ପାଟନ କ୍ଲବ୍ ପକ୍ଷରୁ ୧୯ ତମ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ମୁଖ୍ୟ ଅତିଥି ଭାବରେ ରାଜେଶ୍ଵର କୁମୁରା ଯୋଗଦେଇ ଥିବା…
Read More...

କନ୍ଧେନଝୁଲାରେ ବିବାହିତା ମହିଳାଙ୍କ ମୃତ ଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ, ହତ୍ୟା ଅଭିଯୋଗ ଆଣିଲେ ମୃତାଙ୍କ ଭାଇ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଖପ୍ରାଖୋଲ ଥାନା କନ୍ଧେନଝୁଲା ଗ୍ରାମରେଜଣେ ବିବାହିତା ମହିଳାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଖପ୍ରାଖୋଲ ଥାନା କନ୍ଧେନଝୁଲା ଗ୍ରାମର ଅଜୁର୍ନ ରାୟଙ୍କ ସ୍ତ୍ରୀ ଚନ୍ଦ୍ରକାନ୍ତି (୩୦)ଙ୍କ ଗତକାଲି ରାତିରେ…
Read More...