Browsing Tag

patanagrh news

ପାଟଣାଗଡ଼ ଏନ୍ଏସି ପକ୍ଷରୁ ୫୯ ତମ ସ୍ୱାୟତ୍ତ ଶାସନ ଦିବସ ପାଳିତ : ଐତିହାସିକ ପାଟଣାଗଡ଼ ସୌନ୍ଦର୍ଯ୍ୟ ଓ ଶ୍ରୀବୃଦ୍ଧି…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ୫୯ ତମ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ପ୍ରଶାସକ ତଥା ଭାରପ୍ରାପ୍ତ ଉପଜିଲ୍ଲାପାଳ ଚେୟାରମେନ ଡ଼ ପୁଷ୍ପାଞ୍ଜଳି ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସକାଳ ୯ ଟାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ
Read More...

କରୁଆଁଝର ପଞ୍ଚାୟତ ସରପଞ୍ଚଙ୍କ ସହ ୯୮ ଜଣ ବିଜେପି କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗ ଦେଲେ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତର ସରପଞ୍ଚ, ନାଏକ ସରପଞ୍ଚ, ୱ।ର୍ଡମେମ୍ବରଙ୍କ ସହ ୯୮ ଜଣ ଯୁବ ବିଜେପି କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ
Read More...

ବିଧାୟକଙ୍କ ଦ୍ଵାରା ନୂତନ ଓଭର୍‌ହେଡ୍‌ ଟେଙ୍କ୍‌ର ଭୂମି ପୂଜନ ଓ ଲୋକଙ୍କ ସମସ୍ୟା ଦୂର କରିବାକୁ ପ୍ରତିଜ୍ଞା

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦୁମୁଣ୍ଡି ଗ୍ରାମ ଠାରେ ନୂତନ ଓଭର୍‌ହେଡ୍‌ ଟେଙ୍କ ନିର୍ମାଣ ପାଇଁ ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ସରୋଜ କୁମାର ମେହେର ମୁଖ୍ୟଅତିଥି ଭାବେ ଯୋଗଦେଇ ଭୂମି ପୂଜନ କରିଥିଲେ
Read More...

୨୪ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗ ଦେଲେ

ପାଟଣାଗଡ଼, (ଗୋରେଖନାଥ ବରିହା) : ଦିନକୁ ଦିନ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରିବା ସହ ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିତକର କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆଜି ବେଲପଡା ବ୍ଳକ କପାଣି ପଞ୍ଚାୟତ ଡୁଙ୍ଗୁରିଗୁଡା
Read More...

ବେଆଇନ ମଦ ବିକ୍ରି କରୁଥିବା ଭାଟିରେ ସଂଯୋଗ ହୋଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ : କ୍ଷତିପୂରଣ ଓ ମଦ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଲରମ୍ଭା ଥାନା ଅନ୍ତର୍ଗତ ଜୁରିଆ ଗ୍ରାମର ଜଣେ ଯୁବକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ଜୁରିଆ ଗ୍ରାମର ଗୋରଚନ୍ଦ୍ର ସେଠଙ୍କ ପୁଅ ଅବିନାଶ ସେଠ(୧୯) ଗ୍ରାମର ବନମାଳୀ ଛକ ବାହାଲ
Read More...

ରେଳମନ୍ତ୍ରୀଙ୍କ ରୋଡ ଶୋ କାର୍ଯ୍ୟକ୍ରମକୁ କଳା ପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିବା ଯୋଜନା ପୂର୍ବରୁ ପାଟଣାଗଡ଼…

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜନ ଆର୍ଶିବାଦ କାର୍ଯ୍ୟକ୍ରମ ପାଇଁ କଣ୍ଟାବାଞ୍ଜିରୁ ପାଟଣାଗଡ଼ ରାସ୍ତା ଦେଇ ବଲାଙ୍ଗିର ଯିବାର କାର୍ଯ୍ୟକ୍ରମ ରହିଥିଲା । ତେବେ ପାଟଣାଗଡରେ ମନ୍ତ୍ରୀଙ୍କ ରୋଡ଼ ଶୋ କାଯ୍ୟକ୍ରମ
Read More...

ପାଟଣାଗଡ ସାଂସ୍କୃତିକ ପରିଷଦ ତରଫରୁ ଗଂଗାଧର ମେହେର ଜୟନ୍ତୀ ପାଳିତ

ପାଟଣାଗଡ, (ଗୋରେଖ ନାଥ ବରିହା) : ପାଟଣାଗଡ ଭାରତ ମାତା କ୍ଳବ୍ ଠାରେ ସାଂସ୍କୃତିକ ପରିଷଦ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶହେ ଅଣଷଠିଏ ତମ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି । ପୂର୍ବାହ୍ନ ଆଠ ଘଣ୍ଟା ସମୟରେ ପାରମ୍ପରିକ ରୀତିରେ ସ୍ଥାନୀୟ ଗଂଗାଧର ମେହେର ପାର୍କ ଠାରେ ସ୍ୱଭାବ କବି
Read More...

୧୨ ଜଣ ବିଜେପି ଦଳ ଛାଡି ବିଜୁ ଜନତା ଦଳରେ ଯୋଗଦାନ କଲେ

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଆଜି ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଟଣାଗଡ ବ୍ଲକର ଘୁଚେପାଲି ପଞ୍ଚାୟତର ୧୨ ଜଣ ବିଜେପି ଦଳ ଛାଡି
Read More...

କୁମ୍ଭାରଖାନ ଗାଁରେ ବିଜେଡି ପକ୍ଷରୁ ମଟର ସାଇକେଲ ଶୋଭାଯାତ୍ରା : ନବନିର୍ମାଣ କମ୍ୟୁନିଷ୍ଟ ସେଣ୍ଟରକୁ ଶୁଭ ଉଦଘାଟନ କଲେ…

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଳପଡା ବ୍ଲକ ବାଗଦୋର ଗ୍ରାମ ପଞ୍ଚାୟତର କୁମ୍ଭାରଖୁନ ଗାଁର ବିଜେଡି ନେତା ପ୍ରଦିପ ବେହେରାଙ୍କ ନେତୃତ୍ୱରେ ହଜାର ହଜାର ବିଜେଡି କର୍ମୀମାନେ କୁମ୍ଭାରଖୁନ ଗାଁରୁ ବାହାରି ଘାଗୁର୍ଲି ଗାଁକୁ ଏକ ମଟର ସାଇକେଲ ଶୋଭାଯାତ୍ରାରେ ବାହାରି ଗାଁ
Read More...

ବେଲପଡାକୁ ଏନ୍‌ଏସି ମାନ୍ୟତା ଦାବୀରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ବେଲପଡା ତହସିଲଦାରଙ୍କୁ ଦାବୀପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : କୋଶଲ ରାଜ୍ୟ ସମନ୍ୱୟ ସମିତି ଏବଂ ବିଭିନ୍ନ ସାମାଜିକ ସଂଗଠନ ତଥା ବେଳପଡା, ମାଲିମୁଣ୍ଡା, କୁଦୋଭଟା ଓ ପଦ୍ମପୁର ଗ୍ରାମର ପାଖାପାଖି କୋଡିଏ ହଜାର ଜନସାଧାରଣଙ୍କ ସାମୁହିକ ବିକାଶ ଦୃଷ୍ଟିରୁ କୋଶଲ ରାଜ୍ୟ ସଂମନ୍ଵୟ ସମିତି ତରଫରୁ ପ୍ରଥମ ପର୍ଯ୍ୟାୟରେ ଗତକାଲି
Read More...