ଢେଙ୍କିକୋଟରେ ଦନ୍ତା
ପାଟଣା : ଗତ ୩/୪ ଦିନ ହେଲା ଘଟଗାଁ ବନାଞ୍ଚଳ ସାନ ମସିଣାବିଲା ଜଙ୍ଗଲରେ ଡେରା ପକାଇଛି ଏକ ଦନ୍ତା ହାତୀ । ଗତ ସୋମବାର ସନ୍ଧ୍ୟାରେ ଲଙ୍ଗଳକଣ୍ଟି ହୋଇ ଢେଙ୍କିକୋଟ ଅଞ୍ଚଳକୁ ପଶି ଆସିବା ଫଳରେ ସାଧାରଣ ଲୋକେ ଭୟଭୀତ ହୋଇଯାଇଥିବା ବେଳେ ବାଣ ଫୁଟାଇ ହାତୀ ପଲକୁ ଘଉଡାଇବାକୁ ମଧ୍ୟ ଚେଷ୍ଟା କରିଥିଲେ!-->…
Read More...
Read More...