ଖୁରିପାଣିରେ ଭୋଟ ବର୍ଜନ କଲେ ୭୩ଟି ପରିବାର
ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଲରମ୍ଭା ପଞ୍ଚାୟତ ଖୁରିପାଣି ଗାଁରେ ପାନୀୟ ଜଳ ସମସ୍ୟା ନେଇ ଗାଁର ୭୩ଟି ପରିବାର ଭୋଟ ବର୍ଜନ କରିଥିବା ଜଣାପଡ଼ିଛି । ଅଭିଯୋଗ ଅନୁଯାୟୀ ଫ୍ଲୋରାଇଡ ମିଶ୍ରିତ ପାନୀୟ ଜଳ ପିଇ ଗାଁର ଅନେକ ଲୋକେ କିଡନୀ ରୋଗରେ ପ୍ରାଣ!-->…
Read More...
Read More...