ଜୟତରୁଣ ଯୁବକ ସଙ୍ଘ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ : ଶାନ୍ତି ଶୃଙ୍ଖଳିତ ସମାଜ ଗଠନ ପାଇଁ ଯୁବ ଶକ୍ତିର ଆବଶ୍ୟକ
ପାଟଣାଗଡ଼, (ଗୋରେଖନାଥ ବରିହା ) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମଠାରେ ଆଜି ଜୟତରୁଣ ଯୁବକ ସଂଘ ଓ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ଅବସରରେ ଶାନ୍ତି ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି!-->…
Read More...
Read More...