Browsing Tag

patnagarh news

ଜୟତରୁଣ ଯୁବକ ସଙ୍ଘ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ : ଶାନ୍ତି ଶୃଙ୍ଖଳିତ ସମାଜ ଗଠନ ପାଇଁ ଯୁବ ଶକ୍ତିର ଆବଶ୍ୟକ

ପାଟଣାଗଡ଼, (ଗୋରେଖନାଥ ବରିହା ) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମଠାରେ ଆଜି ଜୟତରୁଣ ଯୁବକ ସଂଘ ଓ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ଅବସରରେ ଶାନ୍ତି ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

ବଡଦେଓଙ୍କ ପୌଷଯାତ୍ରା ମହାସମାରୋହରେ ପାଳିତ : ମଲ୍ଲିକ ବଂଶୀୟର ଏକତା ଭାତୃଭାବ ସମ୍ପର୍କ ସୃଷ୍ଟି କରେ ବଡଦେଓଙ୍କ…

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବଲାଙ୍ଗିର ବ୍ଲକ ଡଙ୍ଗା ଘାଟଠାରେ ମଲ୍ଲିକ ବଂଶ ଗୋଣ୍ଡଁ ସମାଜ ପକ୍ଷରୁ ଇଷ୍ଟ ଦେବତା ବଡଦେଓଙ୍କ ପୌଷଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ତିନି ଦିନ ଧରି ଅନୁଷ୍ଠିତ ପୌଷଯାତ୍ରାର ପ୍ରାରମ୍ଭରେ ସମାଜର ଇଷ୍ଟ ଦେବତା ବୁଢାଦେଓ,…
Read More...

ନିଜ ପଞ୍ଚାୟତ ଛାଡ଼ି ଅନ୍ୟ ପଞ୍ଚାୟତରେ ସମିତି ସଭ୍ୟ ପ୍ରାର୍ଥୀ : ଭୋଟର ଅସନ୍ତୋଷ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଆଦିବାସୀ ଅଧ୍ୟୁଷିତ ୨୧ ପଞ୍ଚାୟତ । ଅନେକ ପଞ୍ଚାୟତରେ ସରପଞ୍ଚ ପଦବୀ, ସମିତି ସଭ୍ୟ ସଂରକ୍ଷଣ ରହିଥିବା ବେଳେ କେତେ ଗୁଡିଏ ପଞ୍ଚାୟତରେ ସମିତି ସଭ୍ୟ, ସରପଞ୍ଚ ପଦବୀ ପାଇଁ ଅଣସଂରକ୍ଷଣ ରହିଛି । କିଛି ସ୍ଥାନରେ ମହିଳା ଓ…
Read More...

ରକ୍ତମୁଖା ସ୍ୱମୀ ନିଜ ସ୍ତ୍ରୀଙ୍କୁ ଭୁଜାଲିରେ ହାଣିଲା : ଗୁରୁତର ଅବସ୍ଥାରେ ବୁର୍ଲା ବଡ଼ ମେଡ଼ିକାଲରେ ଭର୍ତ୍ତି

ଯୈ।ତୁକ ନିର୍ଯ୍ୟାତନା ଅଭିଯୋଗ ଆଣିଲେ ପରିବାର ଲୋକେ ଥାନାରେ ଏତଲା ପାଟଣାଗଡ଼, (ଗୋରେଖନାଥ ବରିହା) : ନିଜ ଧର୍ମପତ୍ନୀଙ୍କୁ ଅତି ନୃଶଂସ ଭାବେ ହାଣିଛି ରକ୍ତମୁଖା ସ୍ଵାମୀ । ପତ୍ନୀଙ୍କ ସହ କୌଣସି କଥା ନେଇ ଦୁହିଁଙ୍କ ମଧ୍ୟରେ ବଚସା ହୋଇଥିଲା ଏଥିରେ ସ୍ଵାମୀ ଉତ୍ୟକ୍ତ ହୋଇ ଭୂଜାଲିରେ ହାଣି…
Read More...

ପାଟଣାଗଡ଼ ଓପନ୍‌ ବ୍ୟାଡ଼ମିଣ୍ଟନ ପ୍ରତିଯୋଗୀତା ଉଦ୍‌ଘାଟିତ

ପାଟଣାଗଡ଼, (ଗୋରେଖ ନାଥ ବରିହା) : ପାଟଣାଗଡ଼ ରାନୀ ସାଗରସ୍ଥିତ ଇନଡେ଼ାର ଷ୍ଟାଡ଼ିୟମଠାରେ ପାଟଣାଗଡ଼ ଓପନ୍‌ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି । ପାଟଣାଗଡ଼ ବ୍ୟାଡ଼ମିଣ୍ଟନ ଏସୋସିଏସନ ପକ୍ଷରୁ ଆୟୋଜିତ ଏହି ଓପନ ବ୍ୟାଡ଼ମିଣ୍ଟନ ପ୍ରତିଯୋଗୀତାକୁ ସୁରେଶ…
Read More...

ମଦୁଆ ସ୍ୱାମୀର ଆକ୍ରମଣରେ ସ୍ତ୍ରୀ ଗୁରୁତର : ଡାକ୍ତରଖାନାରେ ଭର୍ତ୍ତି

ପାଟଣାଗଡ, (କେପିଏନ୍‌ଏସ୍‌) : ମଦୁଆ ସ୍ୱାମୀର ଆକ୍ରମଣରେ ପତ୍ନୀ ଗୁରୁତର ହୋଇଥିବା ଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସୂଚନା ଅନୁସାରେ ପାଟଣାଗଡ ବ୍ଲକ ଅନ୍ତର୍ଗତ ବନେଇମୁଣ୍ଡା ଗ୍ରାମରେ ଏହି ଘଟଣା ଘଟିଛି । ଫଗୁଣି ବରିହା ବନେଇମୁଣ୍ଡାର ଟିକେଶ୍ୱର ବରିହାଙ୍କୁ ବୈଦିକ ରୀତିରେ ବିବାହ…
Read More...

ଗାଈ ଜନ୍ମ କଲା ଯୋଡ଼ା ବାଛୁରୀ

ପାଟଣାଗଡ଼, (ଗୋରେଖନାଥ ବରିହା ) : ପାଟଣାଗଡ଼ ବ୍ଲକ ଦେଉଳ ଗାଁ ପଞ୍ଚାୟତ ଅନ୍ତର୍ଗତ ବରପିଟା ଗ୍ରାମରେ ଗତ ରାତିରେ ଗୋଟିଏ ଗାଈ ଏକାସାଙ୍ଗେ ଦୁଇଟି ବାଛୁରୀ ଜନ୍ମ କରିଥିବା ଜଣାପଡିଛି । ଏକା ସଙ୍ଗେ ଦୁଇଟି ମାଈ ବାଛୁରୀ ଓ ଅଣ୍ଡିରା ବାଛୁରୀ ଜନ୍ମ କରିଥିବା ସ୍ଥାନୀୟ ଅଞ୍ଚଳରେ ପ୍ରଥମ ଘଟଣା…
Read More...

ମହରାପଦର ପଂଚାୟତ ପୁର୍ବତନ ସରପଞ୍ଚ ତଥା ଗନ୍ଧମାର୍ଦ୍ଦନ ସୁରକ୍ଷା କମିଟିର ସଭାପତି ପାଲାସାଗର ଭୋଇଙ୍କ ବିୟୋଗରେ ବିଭିନ୍ନ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ମହରାପଦର ପଂଚାୟତର ପୁର୍ବତନ ସରପଞ୍ଚ ତଥା ୮୦ ଦଶକର ଗନ୍ଧମାର୍ଦ୍ଦନ ଆନ୍ଦୋଳନର ଆଗ ଧାଡିର ନେତା ପାଲାସାଗର ଭୋଇ(୬୩)ଙ୍କ ଶୁକ୍ରବାର ଭୋରରେ ବରଗଡ଼ର ଏକ ଘରୋଇ ଡାକ୍ତର ଖାନାରେ ହ୍ରୁଦଘାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି ।…
Read More...

ବରିଷ୍ଠ ସାମ୍ବାଦିକଙ୍କ ମାତୁଳ ବିୟୋଗ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ପଞ୍ଚାୟତ କେନ୍ଦୁମୁଣ୍ଡି ଗ୍ରାମର ବରିଷ୍ଠ ସାମ୍ବାଦିକ ନଟବର ମହାନନ୍ଦଙ୍କ ମାମୁଁ କୁଞ୍ଜନାଗଙ୍କ ଆଜି ନିଜ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ୭୫ ବର୍ଷ ହେଉଥିଲା । ଦୀର୍ଘ ଦିନ ଧରି ସ୍ୱାସ୍ଥ୍ୟ ଗତ ଅସୁସ୍ଥତା…
Read More...

ବେଲପଡାରେ ଅଲ୍ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ଟାଉନ କ୍ଳବ୍ ଆନୁକୁଲ୍ୟରେ ଚାଲିଥିବା ଦଶମ ବର୍ଷ ଅଲ୍ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଅନୁଷ୍ଠିତ ଫାଇନାଲ ମ୍ୟାଚ ବେଲପଡା ବନାମ ବୌଦ୍ଧ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ବୌଦ୍ଧ ଦଳ ବେଲପଡା ଟାଉନ ଦଳକୁ ୧-୦…
Read More...