ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୧ ଗୁରୁତର
ଫୁଲବାଣୀ : ସଦର ଥାନା ନିକଟ ବିଶିପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ ଧକ୍କାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ବାଇକ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରବିବାର ଅପରାହ୍ନରେ ସଦର ଥାନା ଅନ୍ତର୍ଗତ କେଣ୍ଡ୍ରିଗୁଡ଼ା ଗ୍ରାମର ୭୦!-->…
Read More...
Read More...