ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ଗ୍ରାମ ମୁଖ୍ୟରାସ୍ତା କଡର ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଥିବା ଜଣାପଡିଛି । ଯୁବକ ଜଣକ ସାରଙ୍ଗଡ଼ ପଞ୍ଚାୟତ କୁଳପଦର ଗ୍ରାମର ଟଟେ ମଲ୍ଲିକଙ୍କ ବଡ଼ ପୁଅ ପ୍ରଦୀପ ବୋଲି ଜଣାପଡିଛି । ସୂଚନା!-->…
Read More...
Read More...