ରାୟପୁରଠାରେ ଡିଜିପି/ଆଇଜିପି ସମ୍ମିଳନୀରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାୟପୁରଠାରେ ପୁଲିସ ମହାନିର୍ଦ୍ଦେଶକ ଏବଂ ମହାନିରୀକ୍ଷକଙ୍କ ସମ୍ମିଳନୀର ପ୍ରଥମ ଦିନରେ ଅଧ୍ୟକ୍ଷତା କରିଛନ୍ତି । ସେ କହିଛନ୍ତି, ଏହି ସମ୍ମିଳନୀରେ ଭାରତର ସୁରକ୍ଷା ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ବ୍ୟାପକ ଆଲୋଚନା ହୋଇଛି ।!-->…
Read More...
Read More...