ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
ନୂଆଦିଲ୍ଲୀ, (ପିଆଇବି) : ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।୧୬ ମେ!-->…
Read More...
Read More...