ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ
ଭୁବନେଶ୍ୱର, (ପିଆଇବି) : ‘ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ’ ଉପଲକ୍ଷେ ଓଡ଼ିଶା ଡାକ ପରିମଣ୍ଡଳ ଦ୍ୱାରା ଆଜି ଏକ ସ୍ୱତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି । ଭୁବନେଶ୍ୱର ସ୍ଥିତ ଓଡ଼ିଶା ପରିମଣ୍ଡଳର ସିପିଏମଜି କାର୍ଯ୍ୟାଳୟ ପିଆରସି ହଲ୍ ରେ ଏହି ଉନ୍ମୋଚନ ସମାରୋହ ଆୟୋଜିତ ହୋଇଥିଲା । ଏଥିରେ ବରିଷ୍ଠ!-->…
Read More...
Read More...