Browsing Tag

pib news

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନକୁ ତାଙ୍କର ସରକାରୀ ଗସ୍ତ କାଳରେ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ସମ୍ମାନନୀୟ ସାର୍ କୀର୍ ଷ୍ଟାରମରଙ୍କୁ ଭେଟିଛନ୍ତି। ବକିଂହାମଶାୟରର ଚେକର୍ସସ୍ଥିତ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିବା ପରେ
Read More...

ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ରାଜିନାମା (ଏଫଟିଏ) ସ୍ୱାକ୍ଷର କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

ଭାରତ ବିଶ୍ୱ ବାଣିଜ୍ୟରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି, ଏହା ପ୍ରତ୍ୟେକ ନାଗରିକଙ୍କ ପାଇଁ ଗର୍ବ ଏବଂ ସମ୍ଭାବନାର ମୁହୂର୍ତ୍ତଏହି ଚୁକ୍ତି ପ୍ରଧାନମନ୍ତ୍ରୀ ମୋଦୀ ଜୀଙ୍କ ଜନ କୈନ୍ଦ୍ରିକ ବାଣିଜ୍ୟ କୂଟନୀତି ଭାବେ ଉଭା ହୋଇଛି, ଯାହା ୯୫% କୃଷି ରପ୍ତାନୀ ଉପରେ ଶୁଳ୍କ ଛାଡ଼ ଏବଂ ୯୯%
Read More...

ଜାତୀୟ ସମବାୟ ନୀତି-୨୦୨୫କୁ ଉନ୍ମୋଚନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 'ସହକାର ସେ ସମୃଦ୍ଧି "ଲକ୍ଷ୍ୟକୁ ସାକାର କରିବା ଦିଗରେ ଜାତୀୟ ସମବାୟ ନୀତି ଏକ ଐତିହାସିକ ପଦକ୍ଷେପଜାତୀୟ ସମବାୟ ନୀତି ଦୂରଦୃଷ୍ଟିସମ୍ପନ୍ନ, ବ୍ୟବହାରିକ ଏବଂ ଫଳପ୍ରଦପ୍ରତ୍ୟେକ ତହସିଲରେ ପାଞ୍ଚଟି ଆଦର୍ଶ ସମବାୟ ଗ୍ରାମ ବିକଶିତ କରିବା ହେଉଛି - - ଜାତୀୟ
Read More...

ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ପ୍ରଧାନମନ୍ତ୍ରୀ ଷ୍ଟାରମର,ବନ୍ଧୁଗଣ,ନମସ୍କାରସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ
Read More...

ଯୁକ୍ତରାଜ୍ୟର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ମହାମହିମ,ଏହି ସ୍ୱାଗତ ପାଇଁ, ଏହି ଭବ୍ୟ ସମ୍ମାନ ପାଇଁ ମୁଁ ଆପଣଙ୍କ ପ୍ରତି ହୃଦୟର ଗଭୀରତାରୁ ବହୁତ କୃତଜ୍ଞତା ପ୍ରକାଶ କରୁଛି । ଆଜି ଆମେ ଚେକର୍ସରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛେ । ଉଭୟ ଭାରତ ଏବଂ ଯୁକ୍ତରାଜ୍ୟ ଏକାଠି ଏକ ନୂତନ ଇତିହାସର ମୂଳଦୁଆ ସ୍ଥାପନ କରୁଛନ୍ତି
Read More...

ସରକାରଙ୍କ ସମର୍ଥନ ଦ୍ୱାରା ଭାରତରେ ରେକର୍ଡ ନିବେଶ ଆକର୍ଷିତ କରୁଛନ୍ତି ସେମିକଣ୍ଡକ୍ଟର ଷ୍ଟାର୍ଟଅପ୍

ନୂଆଦିଲ୍ଲୀ, (ପିଆଇବି) : ଭାରତରେ ସେମିକଣ୍ଡକ୍ଟର ନିର୍ମାଣ ଇକୋସିଷ୍ଟମ ଦିନକୁ ଦିନ ମଜବୁତ ହେଉଛି । ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ ପ୍ରସ୍ତୁତି ଆଧାରିତ ପ୍ରୋତ୍ସାହନ ଯୋଜନା ଏବଂ ଚିପ୍ସ ଟୁ ଷ୍ଟାର୍ଟଅପ୍ (ସିଟୁଏସ୍) କାର୍ଯ୍ୟକ୍ରମ ଅଧୀନରେ ସମର୍ଥିତ ଷ୍ଟାର୍ଟଅପ୍ ଗୁଡ଼ିକ ଏବେ
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ମାଳଦ୍ୱୀପ ଗସ୍ତ

ନୂଆଦିଲ୍ଲୀ, (ପିଆଇବି) : ଜୁଲାଇ ୨୫ ଏବଂ ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଳଦ୍ୱୀପ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୦୨୩ରେ ଡକ୍ଟର ମହମ୍ମଦ ମୁଇଜୁ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ମାଳଦ୍ୱୀପକୁ ପ୍ରଥମ ସରକାରୀ ଗସ୍ତ
Read More...

ଆୟକର ଦିବସ-୨୦୨୫ : ରାଷ୍ଟ୍ର ନିର୍ମାଣରେ ଆୟକରର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ

ନୂଆଦିଲ୍ଲୀ, (ପିଆଇବି) : ଭାରତର ଆର୍ଥିକ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟକୁ ସ୍ମରଣ କରିବା ପାଇଁ ୨୪ ଜୁଲାଇକୁ ଆୟକର ଦିବସଭାବେ ପାଳନ କରାଯାଏ । ଆୟକର ଦିବସ ହେଉଛି ଏକ ଦୃଢ଼ ଏବଂ ଅନ୍ତର୍ଭୁକ୍ତ କର ବ୍ୟବସ୍ଥା ଗଠନ ପ୍ରତି ଭାରତର ନିରନ୍ତର ପ୍ରତିବଦ୍ଧତା ପ୍ରତି ଏକ ସ୍ୱୀକୃତି ।
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦକ୍ଷ କୂଟନୀତି ଭାରତକୁ ଦେଉଛି ଭରପୂର ଲାଭ

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତର କୂଟନୀତି ସବୁବେଳେ ରାଷ୍ଟ୍ର ପ୍ରଥମ ନୀତି ଉପରେ ଗୁରୁତ୍ୱ ଦେଇ ଆସିଛି । ଉଭୟ ଅନ୍ତର୍ଜାତୀୟ ମଞ୍ଚ ଏବଂ
Read More...

ଭାରତର ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ – ପ୍ରକ୍ରିୟା ଆରମ୍ଭ କଲେ ଇସିଆଇ

ନୂଆଦିଲ୍ଲୀ, (ପିଆଇବି) : ଗୃହ ମନ୍ତ୍ରଣାଳୟ ପକ୍ଷରୁ ୨୨ ଜୁଲାଇ, ୨୦୨୫ରେ ଏହାର ଗେଜେଟ୍ ବିଜ୍ଞପ୍ତି S.O.3354(E)ରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଇସ୍ତଫା ସମ୍ପର୍କରେ ସୂଚନା ଜାରି କରାଯାଇଛିଫ ଧାରା ୩୨୪ ଅନୁଯାୟୀ, ଭାରତର ଉପରାଷ୍ଟ୍ରପତି ପଦ ଲାଗି ନିର୍ବାଚନ ପରିଚାଳନା କରିବା
Read More...