ପ୍ରଳୟ କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କଲା ଡିଆରଡିଓ
ନୂଆଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପ୍ରଳୟ କ୍ଷେପଣାସ୍ତ୍ର ପ୍ରଣାଳୀର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କରିଛି । ଓଡ଼ିଶା ଉପକୂଳସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଜୁଲାଇ ୨୮ ଏବଂ ୨୯ ତାରିଖ ଦୁଇ ଦିନ ଧରି ଏହି ପରୀକ୍ଷଣ କରାଯାଇଥିଲା ।!-->…
Read More...
Read More...