ଓଡ଼ିଶାର ମାଲୁଦରୁ ଯାତ୍ରାରମ୍ଭ କରି ଆନ୍ଧ୍ରପ୍ରଦେଶରେ ପହଞ୍ଚିଲା ସିଆଇଏସଏଫ୍ ଗ୍ରେଟ୍ ଇଣ୍ଡିଆନ କୋଷ୍ଟାଲ ସାଇକ୍ଲୋଥନ
ନୂଆଦିଲ୍ଲୀ, (ପିଆଇବି) : ସିଆଇଏସଏଫ ଗ୍ରେଟ୍ ଇଣ୍ଡିଆନ କୋଷ୍ଟାଲ ସାଇକ୍ଲୋଥନ କୋଣାର୍କଠାରୁ ୧୨୫ କିଲୋମିଟର ଯାତ୍ରାକରି ମାର୍ଚ୍ଚ ୧୪, ୨୦୨୫ରେ ମାଲୁଦରେ ପହଞ୍ଚିଥିଲା । ସାଇକେଲ ଚାଳକମାନେ ସେଠାରେ ପହଞ୍ଚିବା ପରେ ସ୍ଥାନୀୟ ଲୋକମାନଙ୍କ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା,!-->…
Read More...
Read More...