Browsing Tag

pib news

ନିଜର ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ତଥା ନିବେଶକ ନିଖିଲ କାମାଥଙ୍କ ସହ ବିଭିନ୍ନ ବିଷୟ ଉପରେ ମତ ବିନିମୟ କରିଛନ୍ତି । ଏହି ସ୍ପଷ୍ଟ ବାର୍ତ୍ତାଳାପରେ ତାଙ୍କ ପିଲାଦିନ ବିଷୟରେ ପଚରାଯିବାରୁ ପ୍ରଧାନମନ୍ତ୍ରୀ ଉତ୍ତର ଗୁଜରାଟ
Read More...

ପ୍ରବାସୀ ଭାରତୀୟ ସମ୍ମେଳନର ଉଦ୍‌ଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦ୍‌ବୋଧନ

• ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି - ଧର୍ମେନ୍ଦ୍ର ପ୍ରଧାନ• ପ୍ରବାସୀ ଭାରତୀୟ ସମାରୋହରେ ମାର୍ଗଦର୍ଶନ ପାଇଁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ
Read More...

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦ୍‌ଯାପନୀ ଅଧିବେଶନରେ ଯୋଗ ଦେବା ସହ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ…

● ପ୍ରବାସୀ ଭାରତୀୟମାନେ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜାନୁଆରୀ ୧୦, ୨୦୨୫ ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦ୍‌ଯାପନୀ ଅଧିବେଶନରେ
Read More...

୨୦୨୫ ଜାନୁଆରୀ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ଆୟୋଜିତ ହେବ ‘ବିକଶିତ ଭାରତ ଯୁବ ନେତୃତ୍ୱ…

ରାଷ୍ଟ୍ର ନିର୍ମାଣରେ ଯୁବବର୍ଗଙ୍କ ଯୋଗଦାନର ଏକ ଐତିହାସିକ ମାଇଲଖୁଣ୍ଟଜାନୁଆରୀ ୧୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ସିଧାସଳଖ ବିକଶିତ ଭାରତ ପାଇଁ ନିଜର ଦୃଷ୍ଟିକୋଣ ଉପସ୍ଥାପନ କରିବେ ଯୁବବର୍ଗବିଶିଷ୍ଟ ବିଶେଷଜ୍ଞଙ୍କ ଠାରୁ ପରାମର୍ଶ ପାଇବେ ପ୍ରତିଯୋଗୀ ନୂଆଦିଲ୍ଲୀ, (ପିଆଇବି) :
Read More...

ଭୁବନେଶ୍ୱରରେ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’ରେ କେନ୍ଦ୍ରମନ୍ତ୍ରୀ
ବିଶ୍ୱ ମାନଚିତ୍ରରେ ଓଡ଼ିଶାର ପରିଚୟ

• ଓଡ଼ିଆ ସମାଜର ଚରିତ୍ରକୁ ପ୍ରଧାନମନ୍ତ୍ରୀ ବିଶ୍ୱ ସ୍ତରରେ ତଥା ରାଜନୈତିକ ଓ କୁଟନୈତିକ ସ୍ତରରେ ରଖି ଆମ ରାଜ୍ୟର ମର୍ଯ୍ୟାଦା ବଢ଼ାଇଥିବାରୁ ଧନ୍ୟବାଦ• ୟୁଏସ୍‌, ଓମାନ ଓ କାତାରରୁ ଆସିଥିବା ପ୍ରତିନିଧି ଦଳ, ଭାରତୀୟ ପ୍ରବାସୀଙ୍କ ସହ କଥା ହେଲେ• ନ୍ୟୁଜ ୱିକ ସିଇଓ ଡକ୍ଟର ଦେବ ପ୍ରଗାଡଙ୍କୁ
Read More...

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ ଓଡ଼ିଶାର ଗଜପତି ଜିଲ୍ଲା ଗସ୍ତକରି…

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକ୍ଷା ନିଖିଳ ଖଡସେ ଓଡ଼ିଶାର ଗଜପତି ଜିଲ୍ଲା ଗସ୍ତ କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ଏ ଅଂଚଳରେ ଚାଲିଥିବା ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଗଜପତି ଜିଲ୍ଲାର ମୁନିସିଙ୍ଗ
Read More...

ଓଡ଼ିଶାର ଅଭିବୃଦ୍ଧି ସମ୍ଭାବନା, ପ୍ରମୁଖ ରେଳ ପ୍ରକଳ୍ପ, ଆଇଟି ସମ୍ପ୍ରସାରଣ ଏବଂ ନବୀକରଣୀୟ ଶକ୍ତି ପ୍ରତି ପ୍ରତିବଦ୍ଧତା…

ଭୁବନେଶ୍ୱର, (ପିଆଇବି) : ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେଇ କହିଛନ୍ତି ଯେ ଓଡ଼ିଶାରେ ଏହି ବୃହତ ସମ୍ମିଳନୀକୁ ଆୟୋଜନ କରିବା କ୍ଷେତ୍ରରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ଶୁଣି ସେ
Read More...

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

● ପ୍ରବାସୀ ଭାରତୀୟଙ୍କ ପାଇଁ ଏକ ସ୍ୱତନ୍ତ୍ର ପର୍ଯ୍ୟଟକ ଟ୍ରେନ୍ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍’ର ଉଦ୍‌ଘାଟନୀ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ● ଭାରତ ଏବଂ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଲାଗି ପ୍ରବାସୀ ଭାରତୀୟ ଦିବସ ଏକ ଅନୁଷ୍ଠାନରେ
Read More...

ପ୍ରବାସୀ ଭାରତୀୟ ଦିବସ : ‘‘ସବୁଜ ସଂଯୋଗ: ଦୀର୍ଘସ୍ଥାୟୀ ବିକାଶରେ ପ୍ରବାସୀଙ୍କ ଯୋଗଦାନ’’ ଶୀର୍ଷକ ଅଧିବେଶନ

● ଭାରତର ଶକ୍ତି ଉତ୍ପାଦନରେ ଅକ୍ଷୟ ଶକ୍ତିର ଯୋଗଦାନ ୪୫ ପ୍ରତିଶତ : କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ● ଓଡ଼ିଶାରେ ରେଳ ଭିତ୍ତିଭୂମି କ୍ଷେତ୍ରରେ ୧ ଲକ୍ଷ କୋଟି ଟଙ୍କା ନିବେଶ ପାଇଁ ସରକାର ପ୍ରତିଶ୍ରୁତି ଦେଇଥିଲେ, ବର୍ତ୍ତମାନ ୭୩ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ କାମ ଚାଲିଛି : ଶ୍ରୀ
Read More...

ଆକାଶବାଣୀ ଏବଂ ଦୂରଦର୍ଶନ ଦ୍ୱାରା ପ୍ରସ୍ତୁତ ଦୁଇଟି ମହାକୁମ୍ଭ ଗୀତର ଉନ୍ମୋଚନ କଲେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ…

ନୂଆଦିଲ୍ଲୀ, (ପିଆଇବି) : ୨୦୨୫ ମହାକୁମ୍ଭ ପାଇଁ ଦୂରଦର୍ଶନ ଦ୍ୱାରା ପ୍ରସ୍ତୁତ ବିଷୟବସ୍ତୁ ସଂଗୀତ “ମହାକୁମ୍ଭ ହୈ”କୁ ଦିଲ୍ଲୀରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ, ରେଳ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉନ୍ମୋଚନ
Read More...