Browsing Tag

pib news

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି

ନୂଆଦିଲ୍ଲୀ, (ପିଆଇବି) : ମହାମହିମ, ରାଷ୍ଟ୍ରପତି ଅନୁରା କୁମାର ଦିଶାନାୟକ,ଉଭୟ ଦେଶର ପ୍ରତିନିଧି,ଗଣମାଧ୍ୟମର ବନ୍ଧୁମାନେ,ଶୁଭେଚ୍ଛା ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ
Read More...

ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂ ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ

କଟକ କାର୍ଯ୍ୟକ୍ରମରେ ଯୋଗ ଦେବ ଓଡିଶା ସାଇକେଲିଂ ସଂଘ ନୂଆଦିଲୀ, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡାମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂକୁ ଉଦ୍‌ଘାଟନ କରିବେ । ସେହିଦିନ ଜଗତପୁର ସ୍ଥିତ ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆ (ସାଇ)
Read More...

ଅସ୍ତ୍ର ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ଛତିଶଗଡ଼, ମହାରାଷ୍ଟ୍ର, ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଏବଂ…

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନକ୍ସଲ ପ୍ରଭାବିତ ଅଞ୍ଚଳରେ ୧୫ ହଜାରରୁ ଅଧିକ ଘର ନିର୍ମାଣ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି• ନକ୍ସଲ ପ୍ରଭାବିତ ଅଞ୍ଚଳରେ ପ୍ରତ୍ୟେକ ପରିବାରକୁ ଗୋଟିଏ ଗାଈ କିମ୍ବା ମଇଁଷି ଯୋଗାଇ ଦେଇ ଏକ ଦୁଗ୍ଧ ସମବାୟ ସଂସ୍ଥା ଆରମ୍ଭ କରାଯାଉଛି• ଯେଉଁମାନେ ହିଂସାରେ
Read More...

ଛତିଶଗଡର ଜଗଦଲପୁରଠାରେ ଅନୁଷ୍ଠିତ ବସ୍ତର ଅଲିମ୍ପିକ୍ସର ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି…

ବସ୍ତର ଅଲିମ୍ପିକ୍ସ ସମଗ୍ର ଅଞ୍ଚଳ ପାଇଁ ଆଶାର ପ୍ରତୀକ ପାଲଟିବ, ବିକାଶର ଏକ ନୂତନ ଅଧ୍ୟାୟ ପାଇଁ ପଥ ପ୍ରଶସ୍ତ କରିବ ଏବଂ ନକ୍ସଲବାଦର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଏକ ମଜବୁତ ଭିତ୍ତିଭୂମି ଭାବରେ କାର୍ଯ୍ୟ କରିବବସ୍ତର ବଦଳୁଛି, ୨୦୨୬ରେ ପୁଣି ଥରେ ବସ୍ତର ଅଲିମ୍ପିକ୍ସ ଆୟୋଜନ ହେବା ବେଳକୁ
Read More...

ଛତିଶଗଡ଼ ଗସ୍ତର ପ୍ରଥମ ଦିନରେ ରାୟପୁରରେ ଛତିଶଗଡ଼ ପୋଲିସକୁ ‘ପ୍ରେସିଡେଣ୍ଟସ କଲର’ ପ୍ରଦାନ କରିଛନ୍ତି…

‘ପ୍ରେସିଡେଣ୍ଟ୍ସ କଲର' ପାଇବା ଏକ ସଶସ୍ତ୍ର ବାହିନୀ ପାଇଁ ଗର୍ବର ବିଷୟ; ଛତିଶଗଡ଼ ପୋଲିସ ପ୍ରତିଷ୍ଠାର ୨୫ ବର୍ଷ ମଧ୍ୟରେ ଏହି ସମ୍ମାନ ହାସଲ କରିଛିଛତିଶଗଡ଼ ପୋଲିସକୁ ‘ପ୍ରେସିଡେଣ୍ଟ୍ସ କଲର'ପୁରସ୍କାର ମିଳିବା ସେମାନଙ୍କ କଠିନ ପରିଶ୍ରମ, ସାହସିକତା ଓ ସମର୍ପଣର ପ୍ରତୀକପ୍ରଧାନମନ୍ତ୍ରୀ
Read More...

ଆରାଇଜ୍ ସ୍କୁଲ ଶିକ୍ଷା ସମ୍ମିଳନୀ – ୨୦୨୪ରେ କେନ୍ଦ୍ରମନ୍ତ୍ରୀ

• ଭାରତରେ ଜ୍ଞାନର ବ୍ୟବସାୟ ନୁହେଁ, ଜ୍ଞାନଦାନର ସମୃଦ୍ଧ ପରମ୍ପରା ରହିଛି - ଧର୍ମେନ୍ଦ୍ର ପ୍ରଧାନ• ଅଟଳଜୀଙ୍କ ସର୍ବଶିକ୍ଷା ଅଭିଯାନ ଦ୍ୱାରା ସ୍ଥାପିତ ସାମାଜିକ ପରିବର୍ତ୍ତନର ପରମ୍ପରାକୁ ଆଗକୁ ବଢ଼ାଇବା ଆମର ଦାୟିତ୍ୱ• ଆମକୁ ସରକାରୀ ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଶିକ୍ଷାକୁ ଆହୁରି ଅଧିକ
Read More...

ପିଏମ୍‌ଏସ୍‌ଜିଏମ୍‌ବିୱ।ଇ ଅନ୍ତର୍ଗତ ମାର୍ଚ୍ଚ ୨୦୨୫ ସୁଦ୍ଧା ୧୦ ଲକ୍ଷ ସୌର ଶକ୍ତି ସଂସ୍ଥାପନ : ୨୦୨୭ ସୁଦ୍ଧା ଏକ କୋଟି…

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱର ସର୍ବ ବୃହତ ଘରୋଇ ସୌର ଶକ୍ତି ଯୋଜନା ହେଉଛି ପିଏମ୍‌ ସୂର୍ଯ୍ୟ ଘର–ମାଗଣା ବିଜୁଳି ଯୋଜନା ବା ପିଏମ୍‌ଏସ୍‌ଜିଏମ୍‌ବିୱ।ଇ । ଭାରତବର୍ଷରେ ସୌର ଶକ୍ତିର ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ଏହା ବିଶେଷ ସହାୟକ ହୋଇପାରିଛି । ମାର୍ଚ୍ଚ ୨୦୨୫ ସୁଦ୍ଧା ୧୦ ଲକ୍ଷ,
Read More...

ବନ୍ଧକମୁକ୍ତ କୃଷି ଋଣ ସୀମାକୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ରିଜର୍ଭ ବ୍ୟାଙ୍କ

ଭୁବନେଶ୍ୱର, (ପିଆଇବି) : କୃଷି କ୍ଷେତ୍ରକୁ ସହାୟତା ଓ ବଢିଚାଲିଥିବା ଖର୍ଚ୍ଚର ଭରଣା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କରିଛନ୍ତି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ଋଣ ସୀମାକୁ ବର୍ତ୍ତମାନର ୧.୬
Read More...

ସ୍ମାର୍ଟ ଇଣ୍ଡିଆ ହାକାଥ୍‌ର ଗ୍ରାଣ୍ଡ୍ ଫାଇନାଲ୍ ଉଦ୍‌ଯାପିତ

ଭୁବନେଶ୍ୱର, (ପିଆଇବି) : ସ୍ମାର୍ଟ ଇଣ୍ଡିଆ ହାକାଥନ୍‌ର ସପ୍ତମ ସଂସ୍କରଣର ଗ୍ରାଣ୍ଡ ଫାଇନାଲ୍ ଶେଷ ହୋଇଛି । ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ଏହି କାର୍ଯ୍ୟକ୍ରମ ପାଇଁ ନୋଡାଲ୍ ଏଜେନ୍ସି ଥିଲା ଏବଂ ଆଇଆଇଟି ଭୁବନେଶ୍ୱର ଅନୁସନ୍ଧାନ ଏବଂ ଉଦ୍ୟୋଗୀ ପାର୍କ
Read More...

ତୃତୀୟ ଭାରତ-ବ୍ରିଟେନ ଆର୍ଥିକ ବଜାର ଆଲୋଚନା : ମିଳିତ ବିବୃତ୍ତି

ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଦ୍ୱାରା ଭାରତ-ବ୍ରିଟେନ ଆର୍ଥିକ ବଜାର ଆଲୋଚନାର ତୃତୀୟ ବୈଠକ ୧୨ ଡିସେମ୍ବର ୨୦୨୪ ରେ ଗୁଜରାଟର ଗିଫ୍ଟ ସିଟିରେ ଆୟୋଜନ କରାଯାଇଥିଲାଭାରତ ଏବଂ ବ୍ରିଟେନର ଅଂଶଗ୍ରହଣକାରୀମାନେ ପୁଞ୍ଜି ବଜାର, ବୀମା ଏବଂ ପେନସନ, ଫିନଟେକ୍, ସ୍ଥାୟୀ ଆର୍ଥିକ ଏବଂ
Read More...