ବାୟୋଟେକ୍ନୋଲଜି ବିଭାଗ ସହାୟତାରେ ଭାରତରେ ହିମୋଫିଲିଆ ‘ଏ’ର ପ୍ରଥମ ମାନବ ଗୁଣସୂତ୍ର ଚିକିତ୍ସା
ନୂଆଦିଲ୍ଲୀ, (ପିଆଇବି) : ଭାରତରେ ପ୍ରଥମ ଥର ପାଇଁ ଭୂତାଣୁ ବାହକ ଜରିଆରେ ମାନବ ଗୁଣସୂତ୍ର ଦ୍ୱାରା ଗୁରୁତର ହିମୋଫିଲିଆ 'ଏ'ର ଚିକିତ୍ସା କରାଯାଇଛି । ଗୋଟିଏ ଗବେଷଣା କେନ୍ଦ୍ରରେ ୫ ଜଣଙ୍କ ଶରୀରରେ ବର୍ଷେ ଧରି ହୋଇଥିବା ପରୀକ୍ଷାରେ ଦେଖା ଯାଇଛି ଯେ, କାହାରି ଶରୀରରୁ ରକ୍ତ ବାହାରି ନାହିଁ ।!-->…
Read More...
Read More...