Browsing Tag

pib news

ଭାରତ-ବ୍ରିଟେନ୍ ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ପୁନଃ ଆରମ୍ଭ ନେଇ ବିବୃତି

ନୂଆଦିଲ୍ଲୀ, (ପିଆଇବି) : ବ୍ରାଜିଲର ରିଓ ଡି ଜେନେରୋଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ସାର୍ କିର୍ ଷ୍ଟାର୍ମରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ପରେ ଆମେ ନୂତନ ବର୍ଷରେ ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ଆଲୋଚନା
Read More...

ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ଶାସନ ପାଇଁ ଡାଟା ଉପରେ ଘୋଷଣାନାମା – ବିଭିନ୍ନ ଜି-୨୦ ଦେଶ, ଅତିଥି…

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱର ଅଭିବୃଦ୍ଧି ହାର ମହାମାରୀ ପୂର୍ବ ସମୟ ପର୍ଯ୍ୟନ୍ତ ହାରାହାରୀ ୪ ପ୍ରତିଶତ ରହିଥିଲା, ବର୍ତ୍ତମାନ ଏହା ୩ ପ୍ରତିଶତରୁ ସାମାନ୍ୟ ଉପରେ ରହିଛି ଯାହାକି ଚଳିତ ଶତାବ୍ଦୀ ଆରମ୍ଭ ପରଠାରୁ ସର୍ବନିମ୍ନ । ଏହାସହିତ ପ୍ରଯୁକ୍ତିବିଦ୍ୟା ଦୃତଗତିରେ ଆଗକୁ ବଢ଼ୁଛି ଏବଂ
Read More...

ଗୁଜରାଟର ଗାନ୍ଧୀନଗରଠାରେ ଆୟୋଜିତ ୫୦ତମ ସର୍ବଭାରତୀୟ ପୋଲିସ ବିଜ୍ଞାନ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ସମ୍ବୋଧିତ କଲେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଏହାର ଆଭ୍ୟନ୍ତରୀଣ ନିରାପତ୍ତା ଏବଂ ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଦେଖିଛିଆଗାମୀ ୧୦ ବର୍ଷ ମଧ୍ୟରେ ଭାରତର ଅପରାଧିକ ନ୍ୟାୟ ବ୍ୟବସ୍ଥା ବିଶ୍ୱର ସବୁଠାରୁ ଆଧୁନିକ, ବୈଜ୍ଞାନିକ ଏବଂ ଦ୍ରୁତତମ ହେବପୋଲିସ ବିଜ୍ଞାନ
Read More...

ଗ୍ରାମୀଣ ଭାରତ ପାଇଁ ଏକ ଉନ୍ନତ ଭବିଷ୍ୟତ ନିର୍ମାଣ

ନୂଆଦିଲ୍ଲୀ, (ପିଆଇବି) : ୨୦୧୪ ମେ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ଏବଂ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଗରିବ ଲୋକଙ୍କ ପାଇଁ ପକ୍କା ଘର ନିର୍ମାଣ ଏବଂ ଯୋଗାଣ ପାଇଁ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତା ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରାଞ୍ଚଳ (୨୦୧୫) ଏବଂ ଗ୍ରାମୀଣ (୨୦୧୬)ର
Read More...

କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଗୁଜରାଟର ସାବରକାଣ୍ଠା ଜିଲ୍ଲାର ହିମ୍ମତନଗରରେ ୮୦୦ ମେଟ୍ରିକ୍ ଟନ୍…

ସାବର ଡାଏରୀ ଆକାରରେ ରୋପଣ କରାଯାଇଥିବା ବୀଜ ଆଜି ଏକ ବଟବୃକ୍ଷରେ ପରିଣତ ହୋଇଛି, ଯାହା ସାଢ଼େ ୩ ଲକ୍ଷରୁ ଅଧିକ ପରିବାରକୁ ଜୀବିକା ପ୍ରଦାନ କରୁଛିଜୈବିକ ଚାଷ କରୁଥିବା କୃଷକମାନେ ସେମାନଙ୍କ ଉତ୍ପାଦର ଉଚିତ ମୂଲ୍ୟ ପାଇବାକୁ ସୁନିଶ୍ଚିତ କରିବା ଏବଂ ଏସବୁ ଉତ୍ପାଦର ରପ୍ତାନିକୁ ସୁଗମ କରିବା
Read More...

ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ବ୍ରାଜିଲର ରିଓ ଡି ଜେନେରିଓରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଲୁଇସ୍ ମୋଣ୍ଟେନେଗ୍ରୋଙ୍କୁ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା । ଏପ୍ରିଲ ୨୦୨୪ରେ ପଦଭାର
Read More...

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ବ୍ରାଜିଲର ରିଓ ଡି ଜେନେରିଓରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଣ୍ଡୋନେସିଆର ନବ ନିର୍ବାଚିତ ରାଷ୍ଟ୍ରପତି ପ୍ରବୱୋ ସୁବିଆନ୍ତୋଙ୍କୁ ସାକ୍ଷାତ କରିଛନ୍ତି । ଦୁଇ ନେତାଙ୍କର ଏହା ପ୍ରଥମ ବୈଠକ ଥିଲା । ପ୍ରଧାନମନ୍ତ୍ରୀ
Read More...

ମାଗଣାରେ କିଡ଼ନୀ ସମ୍ବନ୍ଧୀୟ ରୋଗର ହେବ ଚିକିତ୍ସା – ଧର୍ମେନ୍ଦ୍ର ପ୍ରଧାନ

ଡାୟାଲିସିସ୍ ରୋଗୀଙ୍କୁ ଚିକିତ୍ସା ପାଇଁ ବାହାରକୁ ଯିବାକୁ ପଡିବ ନାହିଁ, ବହୁଳ ଖର୍ଚ୍ଚାନ୍ତରୁ ବଞ୍ଚିତ ହେବେରେଢାଖୋଲ ଓ ଆଖପାଖ ଅଞ୍ଚଳର ପ୍ରାୟ ୪ ଲକ୍ଷ ଲୋକମାନେ ହେବେ ଉପକୃତମୋଦୀ ସରକାରରେ ସରକାରୀ ବ୍ୟବସ୍ଥାରେ ଡାୟାଲିସିସ୍ ଚିକିତ୍ସା ସେବା ବ୍ୟାପକ ହୋଇଛିପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Read More...

ଦେବଗଡ଼ ଧୋବଲିପଥର ଠାରେ ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ଏବଂ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଶୁଭାରମ୍ଭ

କୃଷି ଆଧାରିତ ଅର୍ଥନୀତି ଜିଲ୍ଲା ହେବ ଦେବଗଡ଼ - ଧର୍ମେନ୍ଦ୍ର ପ୍ରଧାନବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେପ୍ରାୟ ୪୩.୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସଗୋସେବା ସହ ମା’ ପାଇଁ ଗଛଟିଏ’ ଅଭିଯାନରେ ବୃକ୍ଷରୋପଣ କଲେ
Read More...

ବିଶ୍ୱ ମୃତ୍ତିକା ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ

ବିଜ୍ଞାନ ଓ କୃଷକଙ୍କ ମଧ୍ୟରେ ଦୂରତା ହ୍ରାସ କରିବାକୁ ହେବ : ଶ୍ରୀ ଚୌହାନଖୁବ୍ ଶୀଘ୍ର ଆଧୁନିକ କୃଷି ଚୌପାଲ କାର୍ଯ୍ୟକ୍ରମ ଆରମ୍ଭ ହେବ, ଯେଉଁଥିରେ ବୈଜ୍ଞାନିକମାନେ ଚାଷୀଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟାର ସମାଧାନ କରିବେ : କେନ୍ଦ୍ର କୃଷି ମନ୍ତ୍ରୀଶିକ୍ଷା, ପ୍ରୋତ୍ସାହନ ଓ ଆଧୁନିକ
Read More...