Browsing Tag

pib news

ଭାରତ ସରକାରଙ୍କ ଖାଉଟି ବ୍ୟାପାର ବିଭାଗ ନାସିକରୁ ଦିଲ୍ଲୀକୁ ରେଳ ରେକ୍ ଯୋଗେ ପିଆଜ ପରିବହନ କରୁଛି

ଅକ୍ଟୋବର ୨୦ ସୁଦ୍ଧା ଆସିବ ୧୬୦୦ ମେଟ୍ରିକ୍‌ ଟନ୍ ପିଆଜ, ଦର କମିବମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରୁ ଟମାଟୋ ଆସିବା ବୃଦ୍ଧି ପାଉଥିବାରୁ ଟମାଟୋ ଯୋଗାଣ ସ୍ଥିତିରେ ସୁଧାର ଆସିବ : ଭାରତ ସରକାରଙ୍କ ଖାଉଟି ବ୍ୟାପାର ବିଭାଗ ସଚିବ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ଖାଉଟି ବ୍ୟାପାର
Read More...

ନ୍ୟାସନାଲ୍ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍ ୨୦୨୪ ଡ୍ରାଫ୍ଟ ଉପରେ ଅଂଶୀଦାରଙ୍କ ପରାମର୍ଶ ବୈଠକରେ ଅଧ୍ୟକ୍ଷତା କରିଛନ୍ତି…

ଡ୍ରାଫ୍ଟ ବିଲ୍ ଭାରତରେ ସୁଦୃଢ଼ ଏବଂ ସ୍ୱଚ୍ଛ କ୍ରୀଡ଼ା ଶାସନ ଢାଞ୍ଚା ଦିଗରେ ପରିବର୍ତ୍ତନମୂଳକ ପଦକ୍ଷେପର ପ୍ରତିନିଧିତ୍ୱ କରୁଛି : ଡ. ମାଣ୍ଡଭିୟ୨୦୪୭ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବା ଦିଗରେ ବିଲ୍‌ର ଡ୍ରାଫ୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ :
Read More...

ଭାରତରେ ଶ୍ରମଶକ୍ତିର ସଶକ୍ତିକରଣ : ଯୁବବର୍ଗଙ୍କ ନିଯୁକ୍ତିକୁ ପ୍ରୋତ୍ସାହିତ କରୁଛି ପିଏମ୍ ଇଣ୍ଟର୍ଣ୍ଣସିପ୍ ଯୋଜନା

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱର ଅନ୍ୟତମ ଯୁବ ଏବଂ ସକ୍ରିୟ ଜନସଂଖ୍ୟା ଦ୍ୱାରା ପରିଚାଳିତ ଭାରତ ଏକ ଯୁଗାନ୍ତକାରୀ ଯାତ୍ରାର ଦ୍ୱାରଦେଶରେ ଅଛି । ବିଶ୍ୱ ଅର୍ଥବ୍ୟବସ୍ଥା ଦ୍ରୁତ ଗତିରେ ବିକଶିତ ହେଉଥିବାରୁ ଦକ୍ଷ କର୍ମଚାରୀଙ୍କ ଚାହିଦା ଖୁବ୍ ଦ୍ରୁତ ବେଗରେ ବୃଦ୍ଧି ପାଉଛି । ଏହାକୁ ସ୍ୱୀକାର
Read More...

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଭାରତୀୟ ପ୍ରତିନିଧି ଦଳ ଫିଲିପାଇନ୍ସର…

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିପର୍ଯ୍ୟୟ ବିପଦ ହ୍ରାସ (ଡିଆର୍‌ଆର୍‌) ରଣନୀତି ଅନୁଯାୟୀ ବିପର୍ଯ୍ୟୟର ପ୍ରଭାବକୁ ହ୍ରାସ କରିବା ପାଇଁ ସକ୍ରିୟ ପଦକ୍ଷେପ କାର୍ଯ୍ୟକାରୀ କରିବାକୁ ଭାରତ ପ୍ରତିଶ୍ରୁତିବଦ୍ଧଭାରତର ଏକ ପଦକ୍ଷେପ କୋଏଲିସନ୍ ଫର ଡିଜାଷ୍ଟର ରେସିଲିଏଣ୍ଟ
Read More...

ଫ୍ରାଙ୍କଫର୍ଟ ଆନ୍ତର୍ଜାତୀୟ ପୁସ୍ତକ ମେଳାରେ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ : ଜର୍ମାନୀର ଫ୍ରାଙ୍କଫର୍ଟ୍ ଆନ୍ତର୍ଜାତୀୟ ପୁସ୍ତକ ମେଳାର ୭୫ତମ ସଂସ୍କରଣରେ କେନ୍ଦ୍ର ସାହିତ୍ୟ ଏକୋଡମୀ ଅଂଶଗ୍ରହଣ କରିଛି । ପୁସ୍ତକ ମେଳାର ପ୍ରଥମ ଦିନରେ ସାହିତ୍ୟ ଏକାଡେମୀ ପକ୍ଷରୁ ବିଭିନ୍ନ ଦେଶର ପ୍ରକାଶକଙ୍କ ସହ ଆଲୋଚନା କରାଯାଇଥିଲା । ଏଥି ସହିତ ଦୁଇଟି ସାହିତ୍ୟ
Read More...

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା ଏବଂ ପେନ୍‌ସନ୍‌ଭୋଗୀଙ୍କୁ ମହଙ୍ଗା ସହାୟତାରେ ଅତିରିକ୍ତ ତିନି ପ୍ରତିଶତ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନ୍‌ସନ୍‌ଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି ।
Read More...

କୁକି-ଜୋ-ହମାର, ମୈତେଇ ଏବଂ ନାଗା ସମ୍ପ୍ରଦାୟର ପ୍ରତିନିଧିତ୍ୱ କରି ମଣିପୁର ବିଧାନସଭାର ନିର୍ବାଚିତ ସଦସ୍ୟମାନେ…

ନୂଆଦିଲ୍ଲୀ, (ପିଆଇବି) : ମଣିପୁର ବିଧାନସଭାର ନିର୍ବାଚିତ କୁକି-ଜୋ-ହମାର, ମୈତେଇ ଏବଂ ନାଗା ସମ୍ପ୍ରଦାୟର ସଦସ୍ୟ ମାନେ ଆଜି ନୂଆଦିଲ୍ଲୀରେ ଏକ ବୈଠକରେ ରାଜ୍ୟର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି । ଏହି ବୈଠକରେ ସର୍ବସମ୍ମତିକ୍ରମେ ପାରିତ ନିଷ୍ପତ୍ତିରେ ରାଜ୍ୟର ସମସ୍ତ
Read More...

ନୂଆଦିଲ୍ଲୀରେ ଭାରତୀୟ ପୋଲିସ ସେବା (ଆଇପିଏସୟ)ର ୨୦୨୩ ବ୍ୟାଚ୍ (୭୬ ଆରଆର)ର ପ୍ରୋବେସନରଙ୍କ ସହ ଆଲୋଚନା କରିଛନ୍ତି…

୨୦୪୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନର ବିକଶିତ ଭାରତ ଆତଙ୍କବାଦ ମୁକ୍ତ, ନିଶାମୁକ୍ତ, ଆଭ୍ୟନ୍ତରୀଣ ସୁରକ୍ଷାରେ ପରିପୂର୍ଣ୍ଣ, ମାନବିକ ଅଧିକାର ଏବଂ ନାଗରିକଙ୍କ ଅଧିକାରର ସୁରକ୍ଷା ସୁନିଶ୍ଚିତ କରିବତିନୋଟି ହଟସ୍ପଟ : ଜାମ୍ମୁ-କାଶ୍ମୀର, ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଅଞ୍ଚଳ
Read More...

ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ- ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଭାରତ ପ୍ରତି ଦୃଢ଼ ଦୃଷ୍ଟିକୋଣ ଏବଂ ସୁଧାର, ନବାଚାର ଓ ସହଯୋଗ ଦିଗରେ ସରକାରଙ୍କ ସମର୍ଥନକୁ ଉଦ୍ୟୋଗ ଜଗତର ପ୍ରଶଂସାଡିଜିଟାଲ ପ୍ରଶାସନ କ୍ଷେତ୍ରରେ ବୈଶ୍ୱିକ ଢାଞ୍ଚାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀଙ୍କ ମତକୁ ଉଦ୍ୟୋଗ ମୁଖ୍ୟଙ୍କ ଗୁରୁତ୍ୱ ନୂଆଦିଲ୍ଲୀ,
Read More...

ଅଗ୍ନିପଥ ଯୋଜନା ଅଧୀନରେ ଚୟନିତ ପ୍ରାର୍ଥୀଙ୍କ ପାଇଁ ଆସନ୍ତା ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆରେ ଆୟୋଜିତ ହେବ…

ଭୁବନେଶ୍ୱର, (ପିଆଇବି) : ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆ ସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ । ଏଥିରେ କଟକ, ପୁରୀ,
Read More...