Browsing Tag

pib news

କେବଲ ଟେଲିଭିଜନ ନେଟୱର୍କ ନିୟମ ୧୯୯୪ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲା ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ

● ବ୍ୟବସାୟିକ ସୁଗମତା : ସଂଶୋଧିତ ନିୟମ ଅଧୀନରେ, ପ୍ରସାରଣ ସେବା ପୋର୍ଟାଲରେ ସ୍ଥାନୀୟ କେବୁଲ୍ ଅପରେଟରଙ୍କ ପଞ୍ଜିକରଣ ସମ୍ପୂର୍ଣ୍ଣ ଭାବେ ଅନଲାଇନ୍ ହେଲା● ଏମ୍‌ଆଇବି ହେବ ଏଲ୍‌ସିଓ ପାଇଁ ପଞ୍ଜିକରଣ ପ୍ରାଧିକରଣ; ସାରା ଭାରତରେ ଏଲ୍‌ସିଓ ପଞ୍ଜୀକରଣର ବୈଧତା ଅବଧି ୫ ବର୍ଷ ହେଲା …
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମସ୍ଥାନ ବଡନଗରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉଦ୍‌ଘାଟିତ

ପ୍ରଧାନମନ୍ତ୍ରୀଙ୍କ ଜୀବନ ଯାତ୍ରା ବିଶ୍ୱର ଛାତ୍ରଛାତ୍ରୀଙ୍କ ପାଇଁ ଅଧ୍ୟୟନର ବିଷୟ ହେବ - ଅମିତ ଶାହପ୍ରଧାନମନ୍ତ୍ରୀ ପାଠ ପଢିଥିବା ‘ପ୍ରେରଣା ସ୍କୁଲ’ ଶିକ୍ଷା ଓ ମୂଲ୍ୟବୋଧର ଅନନ୍ୟ କେନ୍ଦ୍ର - ଧର୍ମେନ୍ଦ୍ର ପ୍ରଧାନବଡନଗର ଠାରେ ଅତ୍ୟାଧୁନିକ ପ୍ରତ୍ନତାତ୍ତ୍ୱିକ ଅନୁଭୂତି ସଂଗ୍ରହାଳୟ,…
Read More...

ସ୍ପେଡେକ୍ସ ମିଶନ : ମହାକାଶ ଅନ୍ୱେଷଣରେ ଆଣିଛି ବିପ୍ଳବ

● ମହାକାଶରେ ଭାରତର ଭବିଷ୍ୟତ ପାଇଁ ପ୍ରଶସ୍ତ କରିଛି ମାର୍ଗ ନୂଆଦିଲ୍ଲୀ, (ପିଆଇବି) : ‘‘ଉପଗ୍ରହଗୁଡ଼ିକର ମହାକାଶ ଡକିଂ ସଫଳ ହୋଇଥିବାରୁ ଆମର ଇସ୍ରୋ ବୈଜ୍ଞାନିକ ଏବଂ ମହାକାଶ କ୍ଷେତ୍ର ସହ ଜଡ଼ିତ ସମସ୍ତଙ୍କୁ ଅଭିନନ୍ଦନ । ଆଗାମୀ ବର୍ଷଗୁଡ଼ିକରେ ଭାରତର ମହତ୍ୱାକାଂକ୍ଷୀ ମହାକାଶ ମିଶନ ପାଇଁ…
Read More...

ଜାନୁଆରୀ ୧୮ରେ ସ୍ୱାମିତ୍ଵ ଯୋଜନା ଅଧୀନରେ ସମ୍ପତ୍ତି ମାଲିକଙ୍କୁ ୬୫
ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ
…

ଟାର୍ଗେଟ୍ ରହିଥିବା ୯୨% ଗ୍ରାମରେ ଡ୍ରୋନ୍ ସର୍ଭେ ଶେଷ ହୋଇଛିପ୍ରାୟ ୨.୨୫ କୋଟି ସମ୍ପତ୍ତି କାର୍ଡ ପ୍ରସ୍ତୁତ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮ ତାରିଖ ଅପରାହ୍ନ ପ୍ରାୟ ୧୨.୩୦ରେ ୧୦ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୨୩୦ରୁ ଅଧିକ…
Read More...

୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚମତ୍କାର ଆରମ୍ଭ :
ପ୍ରଥମ ୧୫ ଦିନରେ ହିଁ ସ୍ୱପ୍ନ ବାସ୍ତବ ହେବା ଆରମ୍ଭ
…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେତେକ ପରିବର୍ତ୍ତନକାରୀ ପଦକ୍ଷେପ ସହ ୨୦୨୫ର ଅୟମାରମ୍ଭ କରିଛନ୍ତି, ଯାହାକି ଏକ ପ୍ରଗତିଶୀଳ, ଆତ୍ମନିର୍ଭରଶୀଳ ଓ ଏକତ୍ରିତ ଭାରତ ପାଇଁ ତାଙ୍କର ଦୂରଦୃଷ୍ଟିକୁ ଜାହିର କରୁଛି । ଭିତ୍ତିଭୂମି ବିକାଶ ଓ ବୈଜ୍ଞାନିକ ଗବେଷଣା ଠାରୁ…
Read More...

ଗୁଜରାଟର ବଡନଗରଠାରେ ଅତ୍ୟାଧୁନିକ ପ୍ରତ୍ନତାତ୍ତ୍ୱିକ ଅନୁଭୂତି ସଂଗ୍ରହାଳୟ, ପ୍ରେରଣା କମ୍ପ୍ଲେକ୍ସ ଏବଂ ବଡ଼ନଗର…

ବଡନଗରରେ ଜନ୍ମଗ୍ରହଣ କରିଥିବା ଜଣେ ସାଧାରଣ ବାଳକଠାରୁ ଆରମ୍ଭ କରି ବିଶ୍ୱସ୍ତରୀୟ ନେତା ହେବା ପର୍ଯ୍ୟନ୍ତ ମୋଦୀଜୀଙ୍କ ଯାତ୍ରା ଭବିଷ୍ୟତରେ ଦେଶ ତଥା ବିଶ୍ୱର ଛାତ୍ରଛାତ୍ରୀଙ୍କ ପାଇଁ ଅଧ୍ୟୟନର ବିଷୟ ପାଲଟିବଆଜି ସାରା ବିଶ୍ୱ ମୋଦୀଙ୍କ ପଦାଙ୍କ ଅନୁସରଣ କରୁଛି, ସେ ସମ୍ମୁଖୀନ ହୋଇଥିବା…
Read More...

ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ଠାରେ ଇସ୍ରୋର ତୃତୀୟ ଲଞ୍ଚ ପ୍ୟାଡ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ଇସ୍ରୋର ସତୀଶ ଧୱନ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ ପ୍ୟାଡ (ଟିଏଲ୍‌ପି) ପ୍ରତିଷ୍ଠା ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।…
Read More...

ବିଗତ ୯ ବର୍ଷରେ ଷ୍ଟାର୍ଟଅପ୍ ଇଣ୍ଡିଆର ପରିବର୍ତ୍ତନକାରୀ ଯୋଜନା ଅଗଣିତ ଯୁବବର୍ଗଙ୍କୁ ସଶକ୍ତ କରିଛି ଓ ସେମାନଙ୍କ ଅଭିନବ…

ଷ୍ଟାର୍ଟଅପ୍ ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ସରକାର କୌଣସି ସୁଯୋଗ ହାତଛଡ଼ା କରି ନାହାନ୍ତି : ପ୍ରଧାନମନ୍ତ୍ରୀଷ୍ଟାର୍ଟଅପ୍ ଇଣ୍ଡିଆର ଏହି ସଫଳତା ଦର୍ଶାଉଛି ଯେ ଆଜିର ଭାରତ ଗତିଶୀଳ, ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,…
Read More...

ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସଶକ୍ତ ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ଲୋକାର୍ପିତ ହୋଇଥିବା ତିନି ଯୁଦ୍ଧପୋତର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି : ପ୍ରଧାନମନ୍ତ୍ରୀଏକବିଂଶ ଶତାବ୍ଦୀର ଭାରତୀୟ ନୌସେନାକୁ ସଶକ୍ତ କରିବା ଲାଗି ଏହା ଏକ ପଦକ୍ଷେପ : ପ୍ରଧାନମନ୍ତ୍ରୀସମଗ୍ର ବିଶ୍ୱରେ ଏକ ପ୍ରମୁଖ ନୌବାଣିଜ୍ୟ ଶକ୍ତି ଭାବେ ଭାରତ ଉଭା…
Read More...

ତାଳଚେର – ବିମଳାଗଡ଼ ରେଳ ଲାଇନ ପ୍ରକଳ୍ପ

କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଅବଶିଷ୍ଟ ଅଂଶ ପାଇଁ ନୂତନ ଟେଣ୍ଡର ଆହ୍ୱାନସଦ୍ୟତମ ଟେଣ୍ଡର ଆମନ୍ତ୍ରଣ ସହିତ ଓଡ଼ିଶାର ସଂଯୋଗୀକରଣରେ ଅଗ୍ରଗତି ବୃଦ୍ଧି ପାଇବାକୁ ଯାଉଛି ଭୁବନେଶ୍ୱର, (ପିଆଇବି) : ବହୁ ପ୍ରତୀକ୍ଷିତ ତାଳଚେର - ବିମଳାଗଡ଼ ନୂତନ ବ୍ରଡଗେଜ୍ (BG) ରେଳ ଲାଇନ ପ୍ରକଳ୍ପକୁ…
Read More...