Browsing Tag

pib news

ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ଆଇଏସ୍‌ଏମ୍‌) ଅଧୀନରେ ଆଉ ଏକ ସେମିକଣ୍ଡକ୍ଟର ୟୁନିଟ୍‌କୁ କ୍ୟାବିନେଟ୍‌ ମଞ୍ଜୁରି

ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍‌ର ବିକାଶରେ ନିରନ୍ତର ଅଭିବୃଦ୍ଧି ନୂଆଦିଲ୍ଲୀ, (ପିଆଇବି) : ଏକ ଗତିଶୀଳ ସେମିକଣ୍ଡକ୍ଟର ଇକୋସିଷ୍ଟମ୍ ବିକଶିତ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଗୁଜରାଟର ସାନନ୍ଦ ଠାରେ ଏକ
Read More...

ଗୁଜୁରାଟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ଆକଳନ ପାଇଁ ଗୃହ ମନ୍ତ୍ରଣାଳୟ ଏକ ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳ ଗଠନ

ଏନ୍‌ଆଇଡିଏମ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଇଏମ୍‌ସିଟି ଖୁବ୍‌ଶୀଘ୍ର ଗୁଜରାଟର ବନ୍ୟା ପ୍ରଭାବିତ ଜିଲ୍ଲା ପରିଦର୍ଶନ କରିବପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ପ୍ରଭାବିତ ରାଜ୍ୟଗୁଡ଼ିକୁ ସମସ୍ତ ସମ୍ଭବ ସହାୟତା ଯୋଗାଇଦେବାକୁ ସମ୍ପୂର୍ଣ୍ଣ
Read More...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୩ଟି ବନ୍ଦେ ଭାରତ ଟ୍ରେନ୍‌କୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବନ୍ଦେ ଭାରତ ଟ୍ରେନ୍‌ର ଆଧୁନିକୀକରଣ ଓ ସମ୍ପ୍ରସାରଣ ସହିତ ଦେଶ ବିକଶିକ ଭାରତ ଲକ୍ଷ୍ୟ ଆଡ଼କୁ ଅଗ୍ରସର ହେଉଛିବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ଦକ୍ଷିଣ ରାଜ୍ୟଗୁଡ଼ିକର ଦ୍ରୁତ ବିକାଶ ଜରୁରୀଆଧୁନିକ ଟ୍ରେନ୍, ଏକ୍ସପ୍ରେସ୍ ୱେର୍‌ ନେଟ୍‌ୱର୍କ ଏବଂ ବିମାନ ସେବାର ସମ୍ପ୍ରସାରଣ ସହିତ
Read More...

ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୪ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ

ମିଶନ ପୋଷଣ ୨.୦ ସାରା ଦେଶରେ ଶିଶୁ, କିଶୋରୀ, ଗର୍ଭବତୀ ମହିଳା ଏବଂ ସ୍ତନ୍ୟପାନ କରାଉଥିବା ମା’ଙ୍କ ପୁଷ୍ଟିହୀନତା ବିରୋଧରେ ଲଢ଼ିବା ପାଇଁ ପ୍ରତିଶ୍ରୁତିବଦ୍ଧ : କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀରକ୍ତହୀନତା, ଅଭିବୃଦ୍ଧି ନିରୀକ୍ଷଣ, ପରିପୂରକ ଖାଦ୍ୟ, ପୋଷଣ ବି ପଢ଼ାଇ ଭି,
Read More...

କଟକରେ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ ପକ୍ଷରୁ ଚଳଚ୍ଚିତ୍ର ନିର୍ମାତା ଏବଂ ପ୍ରେକ୍ଷାଳୟ ପ୍ରତିନିଧିଙ୍କୁ ନେଇ…

ଶ୍ରବଣ ଓ ଦୃଷ୍ଟିବାଧିତଙ୍କ ପାଇଁ ସ୍ୱତନ୍ତ୍ର ବୈଶିଷ୍ଟ୍ୟ ସହ ଚଳଚ୍ଚିତ୍ର ପ୍ରଦର୍ଶନ ଲାଗି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ମାର୍ଗଦର୍ଶିକାଚଳଚ୍ଚିତ୍ର ଅନୁଭୂତି ପାଇଁ ଶ୍ରବଣ ଓ ଦୃଷ୍ଟିବାଧିତଙ୍କ ସକାଶେ ସୁଗମତା ସୃଷ୍ଟି ହେଉଛି ଏକ ସମାବେଶୀ ସମାଜର ଅବିଚ୍ଛେଦ୍ୟ ଅଙ୍ଗ : ଡକ୍ଟର ଗିରିଶ
Read More...

ଅବସରପ୍ରାପ୍ତ କ୍ରୀଡ଼ାବିତ୍ ସଶକ୍ତୀକରଣ ପ୍ରଶିକ୍ଷଣ (ରିସେଟ୍) କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଡ. ମନସୁଖ ମାଣ୍ଡଭୀୟା

'ଆମର ଅବସରପ୍ରାପ୍ତ କ୍ରୀଡ଼ାବିତ୍‌ମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ରିସେଟ୍ କାର୍ଯ୍ୟକ୍ରମ- କେନ୍ଦ୍ରମନ୍ତ୍ରୀଅବସରପ୍ରାପ୍ତ କ୍ରୀଡ଼ାବିତ୍‌ଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ନୂଆଦିଲ୍ଲୀ, (ପିଆଇବି) : ଜାତୀୟ କ୍ରୀଡ଼ା ଦିବସ ଅବସରରେ କେନ୍ଦ୍ର ଯୁବ
Read More...

ସିନ୍ଧୁଦୁର୍ଗର ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି କ୍ଷୟକ୍ଷତିର ତଦନ୍ତ କରିବ ଯୁଗ୍ମ କମିଟି

ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ନୌସେନାର ନେତୃତ୍ୱରେ ମହାରାଷ୍ଟ୍ର ସରକାରଙ୍କ ପ୍ରତିନିଧି ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ନେଇ ଏକ ଯୁଗ୍ମ କମିଟି ଗଠନ କରାଯାଇଛି । ଯେଉଁଥିରେ ସିନ୍ଧୁଦୁର୍ଗର ରାଜକୋଟ ଦୁର୍ଗରେ ସ୍ଥାପିତ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଦୁର୍ଭାଗ୍ୟଜନକ
Read More...

କେନ୍ଦ୍ରୀୟ ଯୋଜନା ‘କୃଷି ଭିତ୍ତିଭୂମି ପାଣ୍ଠି’ର କ୍ରମିକ ସଂପ୍ରସାରଣକୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ‘କୃଷି ଭିତ୍ତିଭୂମି ପାଣ୍ଠି’ ଅନ୍ତର୍ଗତ କେନ୍ଦ୍ରୀୟ ପାଣ୍ଠି ଯୋଗାଣ ଯୋଜନାର କ୍ରମିକ ସମ୍ପ୍ରସାରଣକୁ ମଞ୍ଜୁରି ମିଳିଛି । ଯାହାଦ୍ୱାରା ଏହା ଅଧିକ ଆକର୍ଷଣୀୟ,
Read More...

ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ ୧୨ଟି ଶିଳ୍ପ ନୋଡ୍ / ସହରକୁ କ୍ୟାବିନେଟ୍ ମଞ୍ଜୁରୀ

ଭାରତ ଖୁବଶୀଘ୍ର ସୁବର୍ଣ୍ଣ ଚତୁର୍ଭୁଜ ଉପରେ ଆଧାରିତ ଶିଳ୍ପ ସ୍ମାର୍ଟ ସିଟିର ଏକ ବିଶାଳ ଶୃଙ୍ଖଳା ସ୍ଥାପନ କରିବଭାରତର ଶିଳ୍ପ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ସରକାର ୨୮,୬୦୨ କୋଟି ଟଙ୍କାର ୧୨ଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି'ପ୍ଲଗ୍-ଏନ୍-ପ୍ଲେ' ଏବଂ 'ୱାକ୍-ଟୁ-ୱାର୍କ'
Read More...

ଦୁଇଟି ନୂଆ ରେଳ ଲାଇନ୍‌ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

ସୁନ୍ଦରଗଡ଼ର ସରଡେଗା ଓ ଛତିଶଗଡ଼ର ଭାଲୁମୁଡ଼ା ମଧ୍ୟରେ ନୂଆ ଡବଲ୍‌ ଲାଇନ୍‌ ଏବଂ ବରଗଡ଼ ରୋଡ- ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନକୁ ମଞ୍ଜୁରି ଓଡ଼ିଶା ସମେତ ଉପକୃତ ହେବେ ୪ ରାଜ୍ୟନୂଆ ରେଳ ପ୍ରକଳ୍ପ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆଣିବା ସହ ଯାତ୍ରାକୁ ସହଜ କରିବ; ଲଜିଷ୍ଟିକ୍ ଖର୍ଚ୍ଚ ଓ ତୈଳ ଆମଦାନୀ
Read More...