Browsing Tag

pib news

ପାରାଦୀପ ବନ୍ଦରରେ ୧୩ କୋଟିରୁ ଅଧିକ ଟଙ୍କାର ପ୍ରମୁଖ ପ୍ରକଳ୍ପ ସାମିଲ, ଭିତ୍ତିଭୂମି ଓ ସେବାରେ ଅଭିବୃଦ୍ଧି

ସଚିବ ରାମଚନ୍ଦ୍ରନ ପାରାଦୀପ ବନ୍ଦର (ପିପିଏ)ର କାର୍ଯ୍ୟ ସମୀକ୍ଷା କରିଛନ୍ତିପାରାଦୀପ ବନ୍ଦରରେ ଟ୍ରମା ଆଣ୍ଡ ବର୍ଣ୍ଣ କେୟାର (ଟିବିସି) କେନ୍ଦ୍ର ଉଦ୍‌ଘାଟିତ, ଦୈନିକ ୧୬ ନିୟୁତ ଲିଟର ପାଣି ବିଶୋଧନ କରିବା କ୍ଷମତା ବିଶିଷ୍ଟ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର, (ପିଆଇବି) :
Read More...

ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି : ‘ଏକ ଐତିହାସିକ ପଦକ!
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

ନୂଆଦିଲ୍ଲୀ, (ପିଆଇବି) : ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣଙ୍କୁ ସ୍ୱାଗତ, ଅଭିନନ୍ଦନ । ଏବେ ସମଗ୍ର ବିଶ୍ୱରେ ପ୍ୟାରିସ୍ ଅଲମ୍ପିକ୍ସ ଚର୍ଚ୍ଚାରେ ରହିଛି । ଅଲମ୍ପିକ୍ସ ଆମ ଖେଳାଳିମାନଙ୍କୁ ବିଶ୍ୱସ୍ତରରେ ତ୍ରିରଙ୍ଗା ଉଡ଼ାଇବାର ସୁଯୋଗ ଦେଇଥାଏ, ଦେଶ ପାଇଁ କିଛି କରିବାର ସୁଯୋଗ
Read More...

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ନବମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସାମୂହିକ ପ୍ରୟାସ ବିକଶିତ ଭାରତ - ୨୦୪୭ ସ୍ୱପ୍ନକୁ ସାକାର କରିବ : ପ୍ରଧାନମନ୍ତ୍ରୀବିକଶିତ ରାଜ୍ୟମାନଙ୍କ ମାଧ୍ୟମରେ ବିକଶିତ ଭାରତର ସ୍ୱପ୍ନ ସାକାର ହୋଇପାରିବ; ପ୍ରତ୍ୟେକ ରାଜ୍ୟ ଏବଂ ଜିଲ୍ଲା ୨୦୪୭ ପାଇଁ ଏକ ସଂକଳ୍ପ ଧାର୍ଯ୍ୟ କରିବା ଉଚିତ ଯାହା ଦ୍ୱାରା ବିକଶିତ
Read More...

ଭୁବନେଶ୍ଵରରେ ଜୈବିକ କୃଷି ସାମଗ୍ରୀର ଗୁଣବତ୍ତା ନିୟନ୍ତ୍ରଣ ଉପରେ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଜୈବିକ ଓ ପ୍ରାକୃତିକ କୃଷି କେନ୍ଦ୍ର (ଆର୍‌ସିଓଏନ୍‌ଏଫ୍‌) ପକ୍ଷରୁ ୩ଟି ଜିଲ୍ଲା ଖୋର୍ଦ୍ଧା, କଟକ ଓ ପୁରୀର କୃଷି ବିଭାଗ ଅଧିକାରୀଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳକୁ ଦୁଇ ବର୍ଷ ପୂରିଲା

କାର୍ଯ୍ୟକାଳର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଜଣେ ବିଦ୍ୟାଳୟ ଶିକ୍ଷକ ଭୂମିକା ଗ୍ରହଣ କଲେ ରାଷ୍ଟ୍ରପତିରାଷ୍ଟ୍ରପତି ଭବନରେ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ନିଜ କାର୍ଯ୍ୟକାଳର ଦୁଇ
Read More...

‘ଦରବାର ହଲ୍’ ଓ ‘ଅଶୋକ ହଲ୍’ ଯଥାକ୍ରମେ ‘ଗଣତନ୍ତ୍ର ମଣ୍ଡପ’ ଓ ‘ଅଶୋକ…

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଭବନ, ଭାରତର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଏବଂ ବାସଭବନ, ରାଷ୍ଟ୍ରର ପ୍ରତୀକ ଏବଂ ଲୋକମାନଙ୍କର ଅମୂଲ୍ୟ ଐତିହ୍ୟ । ଏହାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ରାଷ୍ଟ୍ରପତି ଭବନର ପରିବେଶକୁ ଭାରତୀୟ ସାଂସ୍କୃତିକ
Read More...

ଆଇଆଇଏମ୍‌ସି, ଆଇଜୋଲ ଠାରେ ଭାରତର ୫୦୦ତମ କମ୍ୟୁନିଟି ରେଡିଓ ଷ୍ଟେସନ- ଅପ୍‌ନା ରେଡିଓ ୯୦.୦ ଏଫ୍‌ଏମ୍‌କୁ ଉଦ୍‌ଘାଟନ କଲେ…

ଦଶମ ଜାତୀୟ କମ୍ୟୁନିଟି ରେଡିଓ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କଲେ ଶ୍ରୀ ବୈଷ୍ଣବଆଇଆଇଏମ୍‌ସିର ଅପ୍‌ନା ରେଡିଓ ଷ୍ଟେସନ, ଭାରତର ଆକ୍ଟ ଇଷ୍ଟ ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ : ଶ୍ରୀ ବୈଷ୍ଣବ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
Read More...

ରେଳ ବଜେଟ୍ ସମ୍ପର୍କରେ ସୂଚନା ଦେଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାରେ ରେଳ ବିକାଶ ପାଇଁ ୧୦ ହଜାର ୫୮୬ କୋଟି ଟଙ୍କାର ବ୍ୟୟବରାଦ୨୦୦୯ରୁ ୧୪ ତୁଳନାରେ ସାଢ଼େ ୧୨ଗୁଣ ରେଳ ଅନୁଦାନ ମିଳିଛିଓଡ଼ିଶାରେ ଗତ ଦଶ ବର୍ଷ ମଧ୍ୟରେ ତିନିଗୁଣ ଅଧିକ ବେଗରେ ନୂଆ ରେଳ ଲାଇନ୍ ନିର୍ମାଣ ହୋଇଛିପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶାରେ ରେଳ ବିକାଶ ପ୍ରତି ବିଶେଷ ଗୁରୁତ୍ୱାରୋପ
Read More...

ଜନଜାତି ବ୍ୟାପାର ମନ୍ତ୍ରଣାଳୟର ବଜେଟ୍ ବ୍ୟୟବରାଦ ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ୭୩.୬୦% ବୃଦ୍ଧି ପାଇ ପ୍ରାୟ ୧୩,…

ପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନ ଘୋଷଣା୬୩,୦୦୦ ଗ୍ରାମକୁ ସାମିଲ କରିବା ଲକ୍ଷ୍ୟ୫ କୋଟି ଆଦିବାସୀ ଉପକୃତ ହେବେପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନ ଘୋଷଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ :
Read More...