Browsing Tag

pib news

ଆର୍ଥିକ ଅନ୍ତର୍ଭୁକ୍ତିକରଣ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ୟୁପିଆଇ

ଭାରତରେ ୟୁପିଆଇର ସଫଳତାକୁ ଅନୁକରଣ କରିବ ବିଶ୍ୱ ଭୁବନେଶ୍ୱର, (ପିଆଇବି) : ୨୦୧୬ରେ ଆରମ୍ଭ ହେବାପରଠାରୁ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ଭାରତରେ ଆର୍ଥିକ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଛି । ଏହା ମାଧ୍ୟମରେ ପ୍ରାୟ ୩୦ କୋଟି ଲୋକ ଓ ୫ କୋଟି ବ୍ୟବସାୟୀ ସହଜରେ…
Read More...

ଆସନ୍ତା ୧୧ରୁ ସ୍ମାର୍ଟ ଇଣ୍ଡିଆ ହାକାଥନର ସପ୍ତମ ସଂସ୍କରଣ

ନୂଆଦିଲ୍ଲୀ, (ପିଆଇବି) : ଦେଶର ୫୧ଟି କେନ୍ଦ୍ରରେ ସ୍ମାର୍ଟ ଇଣ୍ଡିଆ ହାକାଥନର ସପ୍ତମ ସଂସ୍କରଣ ଆସନ୍ତା ୧୧ ତାରିଖ ଦିନ ଆରମ୍ଭ ହେବାକୁ ଯାଉଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହାକୁ ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିବେ । ଏସ୍‌ଆଇଏଚ୍‌ ହେଉଛି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଯେଉଁଥିରେ ଛାତ୍ରମାନେ…
Read More...

ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରିଥିଲେଉତ୍ତରପୂର୍ବ ହେଉଛି ଭାରତର ଅଷ୍ଟଲକ୍ଷ୍ମୀ : ପ୍ରଧାନମନ୍ତ୍ରୀଅଷ୍ଟଲକ୍ଷ୍ମୀ ମହୋତ୍ସବ ହେଉଛି ଉତ୍ତର-ପୂର୍ବର ଉଜ୍ଜ୍ୱଳ ଭବିଷ୍ୟତର ଉତ୍ସବ । ଏହା ବିକାଶର ଏକ ନୂତନ ସକାଳର ପର୍ବ, ଯାହା ଏକ ବିକଶିତ ଭାରତର ଅଭିଯାନକୁ ଆଗକୁ…
Read More...

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ - ଧର୍ମେନ୍ଦ୍ର ପ୍ରଧାନସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗିର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼…
Read More...

ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନୂତନ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ନବୋଦୟ ବିଦ୍ୟାଳୟ ଯୋଜନା (କେନ୍ଦ୍ରୀୟ କ୍ଷେତ୍ର ଯୋଜନା) ଅଧୀନରେ ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନବୋଦୟ ବିଦ୍ୟାଳୟ (ଏନ୍‌ଭି) ପ୍ରତିଷ୍ଠା…
Read More...

ସାଙ୍କେତିକ ଭାଷା ପାଇଁ ପିଏମ୍‌ ଇ-ବିଦ୍ୟା ଡିଟିଏଚ୍‌ ଚ୍ୟାନେଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଯୋଗାଯୋଗ ପାଇଁ ଶବ୍ଦ ଏକମାତ୍ର ମାଧ୍ୟମ ନୁହେଁ - ଧର୍ମେନ୍ଦ୍ର ପ୍ରଧାନସମସ୍ତଙ୍କ ପାଇଁ ସମାନ ସୁଯୋଗ ନିଶ୍ଚିତ କରିବାରେ ସାଙ୍କେତିକ ଭାଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଏବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ଓ ଯୋଗାଯୋଗ କ୍ଷେତ୍ରରେ ହେବ…
Read More...

କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ଵ ଷ୍ଟେସନ୍ ଭବନ ଓ ପ୍ରବେଶ ପଥ : ଯାତ୍ରୀ ସୁବିଧା ଏବଂ ନିରାପତ୍ତାର ଏକ ନୂତନ ଯୁଗ

ଭୁବନେଶ୍ୱର, (ପିଆଇବି) : ଅମୃତ ଷ୍ଟେସନ୍ ଯୋଜନା ଅଧୀନରେ ଚାଲୁ ରହିଥିବା କଟକ ରେଳ ଷ୍ଟେସନ ପୁନଃନିର୍ମାଣର ଏକ ଅଂଶ ଭାବରେ କଟକ ରେଳ ଷ୍ଟେସନକୁ ଏକ ଆଧୁନିକ ପରିବହନ ହବ୍ ସହ ଏକ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରାଯିବ ପାଇଁ ଯୋଜନା କରାଯାଇଛି । ₹୩୦୩ କୋଟି ଟଙ୍କା ବିନିଯୋଗ ସହିତ ଏହି…
Read More...

ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କ୍ୟାବିନେଟ୍ ୩୧ ମାର୍ଚ୍ଚ, ୨୦୨୧ରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପାଇଁ ମୋଟ ୧୦,୯୦୦ କୋଟି ଟଙ୍କା ବଜେଟ୍ ବିଶିଷ୍ଟ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲ୍‌ଆଇଏସ୍‌ଏଫ୍‌ସିଆଇ)କୁ ଅନୁମୋଦନ କରିଥିଲା । ୨୦୨୧-୨୨ରୁ ୨୦୨୬-୨୭ ପର୍ଯ୍ୟନ୍ତ ଏହି ଯୋଜନା…
Read More...

ଭାରତରେ ଯକ୍ଷ୍ମା ଯୋଗୁଁ ହେଉଥିବା ମୃତ୍ୟୁର ମୁକାବିଲା ପାଇଁ ୭ ଡିସେମ୍ୱର ୨୦୨୪ରେ ହରିୟାଣାର ପଞ୍ଚକୁଲାରେ ୧୦୦ ଦିନିଆ…

ଯକ୍ଷ୍ମା ରୋଗୀଙ୍କ ଚିହ୍ନଟ, ନିଦାନରେ ହେଉଥିବା ବିଳମ୍ୱ ହ୍ରାସ ଓ ଚିକିତ୍ସାରେ ଉନ୍ନତି ଆଣିବାକୁ ୩୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୩୪୭ ଜିଲ୍ଲାରେ, ବିଶେଷ କରି ଅଧିକ ସଂକ୍ରମଣ ହେବାର ଆଶଙ୍କା ଥିବା ବର୍ଗଙ୍କ ମଧ୍ୟରେ ଏହି ଅଭିଯାନକୁ କାର୍ଯ୍ୟକାରୀ କରାଯିବ ନୂଆଦିଲ୍ଲୀ, (ପିଆଇବି) :…
Read More...

ଟିବି ନିରୋଧକ ଔଷଧ କମ ରହିଥିବା ଖବର ମିଥ୍ୟା

ନୂଆଦିଲ୍ଲୀ, (ପିଆଇବି) : ବିଭିନ୍ନ ମିଡିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶରେ ଟିବି ନିରୋଧକ ଔଷଧ କମ ରହିଥିବା ଖବର ମିଥ୍ୟା ଓ ଭ୍ରମାତ୍ମକ ଅଟେ । ଦେଶର ସମ୍ବେଦନଶୀଳ ୩୪୭ଟି ଜିଲ୍ଲାରେ ଶହେ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ଏନେଇ ପ୍ରଚାର ପ୍ରସାର କରାଯିବ । ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମ…
Read More...