‘ଏକ୍ ଭାରତ ଶ୍ରେଷ୍ଠ ଭାରତ’ ଲକ୍ଷ୍ୟ ହାସଲ ପାଇଁ ଯୁବା ସଙ୍ଗମ ପଦକ୍ଷେପକୁ ଓଡ଼ିଶା ରାଜ୍ୟପାଳଙ୍କ ପ୍ରଶଂସା
ଭୁବନେଶ୍ୱର, (ପିଆଇବି) : ଯୁବା ସଙ୍ଗମର ପଞ୍ଚମ ପର୍ଯ୍ୟାୟର ଅଂଶ ଭାବରେ ୨୦୨୪ ଡିସେମ୍ବର ୨ ତାରିଖରେ ଓଡ଼ିଶାକୁ ପରିଚୟାତ୍ମକ ଗସ୍ତ (ଏକ୍ସପୋଜର ଭିଜିଟ୍)ରେ ଆସିଥିବା ମହାରାଷ୍ଟ୍ରର ବିଭିନ୍ନ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ୫୦ ଛାତ୍ର ଛାତ୍ରୀଙ୍କର ଏକ ପ୍ରତିନିଧି ଦଳକୁ ଓଡ଼ିଶାର ସମ୍ମାନନୀୟ!-->…
Read More...
Read More...