Browsing Tag

pib news

ଡଃ. ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଇତିହାସ ଭବିଷ୍ୟତର ଆଇନା ଭାବେ କାମ କରୁଛି- ଧର୍ମେନ୍ଦ୍ର ପ୍ରଧାନ

ଡଃ. ମହତାବଙ୍କ ୧୨୫ତମ ଜୟନ୍ତୀ ବାର୍ଷିକୀ ସମାରୋହରେ ଯୋଗଦେଇଥିବାରୁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଲେଡ. ମହତାବଙ୍କ ଜୟନ୍ତୀକୁ ଭବ୍ୟ ସମାରୋହ ଭାବେ ପାଳନ କରିବା ପାଇଁ କମିଟି ଗଠନ କରିଥିବାରୁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେଓଡ଼ିଆ ଅସ୍ମିତାର ଜୀବନ୍ତ…
Read More...

ଆବାସ ଦିବସ ୨୦୨୪ ପାଳନ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା – ଗ୍ରାମୀଣ ମାଧ୍ୟମରେ ଗ୍ରାମୀଣ ଭାରତକୁ ସଶକ୍ତ କରିବା

ପିଏମ୍‌ଏୱାଇ-ଜି ୨୦୨୪-୨୯ ଆର୍ଥିକ ବର୍ଷ ପାଇଁ ୨ କୋଟି ଅଧିକ ଘର ଏବଂ ୩.୦୬ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ ସହିତ ଏହାର ପରିସରକୁ ବ୍ୟାପକ କରିଛିମହିଳା ସଶକ୍ତୀକରଣ ଉପରେ ଧ୍ୟାନ ଦିଆଯାଇଛି : ପିଏମ୍‌ଏୱାଇ-ଜି ଗୃହ ଗୁଡିକର ୭୪% ମହିଳାମାନଙ୍କ ମାଲିକାନାରେ ଅଛି, ୧୦୦% ମାଲିକାନା ପାଇଁ ଲକ୍ଷ୍ୟ…
Read More...

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ପାଳନ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ

ନୂଆଦିଲ୍ଲୀ, (ପିଆଇବି) : ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଉତ୍ସବ ସହକାରେ ପାଳନ କରିବା ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟିରେ ଗୃହ ଓ ସମବାୟ ବ୍ୟାପାର ମନ୍ତ୍ରୀ ଅମିତ ଶାହ…
Read More...

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ…

ନୂଆଦିଲ୍ଲୀ, (ପିଆଇବି) : ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ପୂର୍ବାହ୍ନ ସାଢ଼େ ୧୧ଟାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ…
Read More...

ଦୀର୍ଘସ୍ଥାୟୀ ବିକାଶ ଏବଂ ଶକ୍ତି ସଂକ୍ରମଣ ଉପରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ନୂଆଦିଲ୍ଲୀ, (ପିଆଇବି) : ଅଧିବେଶନର ପ୍ରସଙ୍ଗ ବହୁତ ପ୍ରାସଙ୍ଗିକ, ଆମର ଭାବୀ ପିଢ଼ିର ଭବିଷ୍ୟତ ସହ ଯୋଡ଼ି ହୋଇ ରହିଛି । ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀରେ ଏସ୍‌ଡିଜିକୁ ଗତି ଦେବା ପାଇଁ ଆମେ ବାରାଣସୀ କାର୍ଯ୍ୟକାରିତା ଯୋଜନାକୁ ଆଦରିଥିଲୁ । ୨୦୩୦ ପର୍ଯ୍ୟନ୍ତ ଅକ୍ଷୟ ଶକ୍ତିକୁ ତିନି ଗୁଣା…
Read More...

ବୀର ଗାଥା ୪.୦ ପ୍ରକଳ୍ପରେ ସମସ୍ତ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧.୭୬ କୋଟିରୁ ଅଧିକ ବିଦ୍ୟାଳୟ ଛାତ୍ରଛାତ୍ରୀ…

ନୂଆଦିଲ୍ଲୀ, (ପିଆଇବି) : ବୀର ଗାଥା ୪.୦ ପ୍ରକଳ୍ପରେ ସମସ୍ତ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧.୭୬ କୋଟିରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରିଛନ୍ତି । ସଶସ୍ତ୍ର ବାହିନୀର ଅଧିକାରୀ/ଯବାନଙ୍କ ସାହସିକତା ଓ ବଳିଦାନକୁ ସମ୍ମାନ ଜଣାଇ ଛାତ୍ରଛାତ୍ରୀମାନେ କବିତା,…
Read More...

ପ୍ରଯୁକ୍ତିବିଦ୍ୟାକୁ ଏକୀକୃତ କରିବା ପାଇଁ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟ କରୁଛି :…

ନୂଆଦିଲ୍ଲୀ, (ପିଆଇବି) : ଏକ ସୁସ୍ଥ ପୃଥିବୀ ହିଁ ଏକ ଉତ୍ତମ ପୃଥିବୀ ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ପ୍ରଯୁକ୍ତିବିଦ୍ୟାକୁ ଏକୀକୃତ କରିବା ପାଇଁ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟ କରୁଛି । ଏହି ପରିପ୍ରେକ୍ଷୀରେ ଭାରତ ବିଶ୍ୱସ୍ତରୀୟ…
Read More...

ଭାରତ-ବ୍ରିଟେନ୍ ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ପୁନଃ ଆରମ୍ଭ ନେଇ ବିବୃତି

ନୂଆଦିଲ୍ଲୀ, (ପିଆଇବି) : ବ୍ରାଜିଲର ରିଓ ଡି ଜେନେରୋଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ସାର୍ କିର୍ ଷ୍ଟାର୍ମରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ପରେ ଆମେ ନୂତନ ବର୍ଷରେ ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ଆଲୋଚନା…
Read More...

ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ଶାସନ ପାଇଁ ଡାଟା ଉପରେ ଘୋଷଣାନାମା – ବିଭିନ୍ନ ଜି-୨୦ ଦେଶ, ଅତିଥି…

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱର ଅଭିବୃଦ୍ଧି ହାର ମହାମାରୀ ପୂର୍ବ ସମୟ ପର୍ଯ୍ୟନ୍ତ ହାରାହାରୀ ୪ ପ୍ରତିଶତ ରହିଥିଲା, ବର୍ତ୍ତମାନ ଏହା ୩ ପ୍ରତିଶତରୁ ସାମାନ୍ୟ ଉପରେ ରହିଛି ଯାହାକି ଚଳିତ ଶତାବ୍ଦୀ ଆରମ୍ଭ ପରଠାରୁ ସର୍ବନିମ୍ନ । ଏହାସହିତ ପ୍ରଯୁକ୍ତିବିଦ୍ୟା ଦୃତଗତିରେ ଆଗକୁ ବଢ଼ୁଛି ଏବଂ…
Read More...

ଗୁଜରାଟର ଗାନ୍ଧୀନଗରଠାରେ ଆୟୋଜିତ ୫୦ତମ ସର୍ବଭାରତୀୟ ପୋଲିସ ବିଜ୍ଞାନ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ସମ୍ବୋଧିତ କଲେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଏହାର ଆଭ୍ୟନ୍ତରୀଣ ନିରାପତ୍ତା ଏବଂ ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଦେଖିଛିଆଗାମୀ ୧୦ ବର୍ଷ ମଧ୍ୟରେ ଭାରତର ଅପରାଧିକ ନ୍ୟାୟ ବ୍ୟବସ୍ଥା ବିଶ୍ୱର ସବୁଠାରୁ ଆଧୁନିକ, ବୈଜ୍ଞାନିକ ଏବଂ ଦ୍ରୁତତମ ହେବପୋଲିସ ବିଜ୍ଞାନ…
Read More...