ଫେବୃୟାରୀ ୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଫେବୃୟାରୀ ୨୮ରୁ ମାର୍ଚ୍ଚ ୨, ୨୦୨୪ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ । ଫେବ୍ରୁଆରି ୨୮ତାରିଖରେ ରାଷ୍ଟ୍ରପତି ରାଞ୍ଚିଠାରେ ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।!-->…
Read More...
Read More...