୨୦୨୪ ଋତୁ ପାଇଁ କୋପ୍ରା (ଶୁଖିଲା ନଡ଼ିଆ ଶସ)ର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ୨୦୨୪ ଋତୁ ପାଇଁ କୋପ୍ରାର (ଶୁଖିଲା ନଡ଼ିଆ ଶସ) ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ମଞ୍ଜୁର କରିଛନ୍ତି । ୨୦୨୪ ଋତୁ ପାଇଁ ଧାର୍ଯ୍ୟ ଏମଏସପିରେ!-->…
Read More...
Read More...