ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କାଶୀ-ତାମିଲ ସଂଗମମ୍ର ଦ୍ୱିତୀୟ ପର୍ଯ୍ୟାୟକୁ ଉଦ୍ଘାଟନ କରିବେ
ନୂଆଦିଲ୍ଲୀ, (ପିଆଇବି) : ନିଜର ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଦୃଷ୍ଟିକୋଣ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀର ନମୋ ଘାଟଠାରେ କାଶୀ ତାମିଲ ସଂଗମମ୍ -୨୦୨୩ର ଦ୍ୱିତୀୟ ପର୍ଯ୍ୟାୟକୁ ଉଦ୍ଘାଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ୨୦୨୩ ଡିମ୍ବେର ୧୭ତାରିଖରେ!-->…
Read More...
Read More...