ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ
ଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ।ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ!-->…
Read More...
Read More...