ନୂଆଦିଲ୍ଲୀର ଜି-୨୦ ଶିଖର ସମ୍ମିଳନୀ ହସ୍ତଶିଳ୍ପ ବଜାରରେ ପ୍ରଦର୍ଶିତ ହେବ ଓଡ଼ିଶାର ପଟ୍ଟଚିତ୍ର କଳା ପ୍ରଦର୍ଶନୀ
ଭୁବନେଶ୍ୱର, (ପିଆଇବି) : ଜି-୨୦ ଶିଖର ସମ୍ମିଳନୀ ଅବସରରେ ନୂଆଦିଲ୍ଲୀ ପ୍ରଗତି ମୈଦାନର ଭାରତ ମଣ୍ଡପମ ଠାରେ ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଏକ ହସ୍ତଶିଳ୍ପ ବଜାର ତଥା ପ୍ରଦର୍ଶନୀ ଓ ବିକ୍ରି ମେଳା ଆୟୋଜନ କରାଯିବ । ଏଥିରେ ଓଡ଼ିଶାର ପଟ୍ଟଚିତ୍ର କଳା ପ୍ରଦର୍ଶନୀ ଏବଂ ବିକ୍ରି ପାଇଁ!-->…
Read More...
Read More...